ଓଡ଼ିଶା ବଜେଟ ୨୦୨୪-୨୫: ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

The Sakala Picture
Published On

ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ଚଳିତ ବଜେଟର ମୋଟ ଆକଳନ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିିଛି। ବଜେଟ ଅଭାଭାଷରେ ସେ କହିଛନ୍ତି ଯେ, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା […]

ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ଚଳିତ ବଜେଟର ମୋଟ ଆକଳନ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିିଛି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ବଜେଟ ଅଭାଭାଷରେ ସେ କହିଛନ୍ତି ଯେ, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି। ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁଁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି। ଓଡ଼ିଆ ଅସ୍ମିତା ହିଁ ଆମର ପରିଚୟ। ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ। ସେଥିପାଇଁ ପ୍ରଥମ କ୍ୟାବିନେଟରେ ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

-ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

-ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟିର ବ୍ୟୟବରାଦ

-ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ

-ମହିଳା ଓ ଶିଶୁ କଲ୍ୟାଣ ଓ ମିଶନ ଶକ୍ତି ପାଇଁ ୧୭ ହଜାର ୯୪୨ କୋଟି

-ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୨,୪୬୨ କୋଟି

-ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି

-ରାଜ୍ୟରେ ଲାଗୁ ହେବ ସମୃଦ୍ଧ କୃଷକଯୋଜନା

-ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ

-ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କା

-ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି

-ମେଧାବୃତ୍ତି ପାଇଁ ୧୧ଶହ ୭୦ କୋଟି ଟଙ୍କା ବ୍ୟୟବରାଦ

ରାଜ୍ୟରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ୫ ହଜାର ୪୫୦ କୋଟି

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ

ସାମାଜିକ ସୁରକ୍ଷା ପେନ୍‌ସନ୍ ପାଇଁ ୭ ହଜାର ୬୦୦ କୋଟିର ବ୍ୟୟବରାଦ

-୮୦ ବର୍ଷରୁ ଅଧିକ ହୋଇଥିଲେ ୩ ହଜାର ୫୦୦ ଟଙ୍କା ମିଳିବ

-୮୦ ପ୍ରତିଶତ ଭିନ୍ନକ୍ଷମ ବ୍ୟକ୍ତି ମଧ୍ୟ ୩ ହଜାର ୫୦୦ ଟଙ୍କା ପାଇବେ

25 Jul 2024 By The Sakala

ଓଡ଼ିଶା ବଜେଟ ୨୦୨୪-୨୫: ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ଚଳିତ ବଜେଟର ମୋଟ ଆକଳନ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିିଛି।

ବଜେଟ ଅଭାଭାଷରେ ସେ କହିଛନ୍ତି ଯେ, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି। ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁଁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି। ଓଡ଼ିଆ ଅସ୍ମିତା ହିଁ ଆମର ପରିଚୟ। ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ। ସେଥିପାଇଁ ପ୍ରଥମ କ୍ୟାବିନେଟରେ ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି।

-ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ

-ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟିର ବ୍ୟୟବରାଦ

-ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ

-ମହିଳା ଓ ଶିଶୁ କଲ୍ୟାଣ ଓ ମିଶନ ଶକ୍ତି ପାଇଁ ୧୭ ହଜାର ୯୪୨ କୋଟି

-ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୨,୪୬୨ କୋଟି

-ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି

-ରାଜ୍ୟରେ ଲାଗୁ ହେବ ସମୃଦ୍ଧ କୃଷକଯୋଜନା

-ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ

-ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କା

-ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି

-ମେଧାବୃତ୍ତି ପାଇଁ ୧୧ଶହ ୭୦ କୋଟି ଟଙ୍କା ବ୍ୟୟବରାଦ

ରାଜ୍ୟରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ୫ ହଜାର ୪୫୦ କୋଟି

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ

ସାମାଜିକ ସୁରକ୍ଷା ପେନ୍‌ସନ୍ ପାଇଁ ୭ ହଜାର ୬୦୦ କୋଟିର ବ୍ୟୟବରାଦ

-୮୦ ବର୍ଷରୁ ଅଧିକ ହୋଇଥିଲେ ୩ ହଜାର ୫୦୦ ଟଙ୍କା ମିଳିବ

-୮୦ ପ୍ରତିଶତ ଭିନ୍ନକ୍ଷମ ବ୍ୟକ୍ତି ମଧ୍ୟ ୩ ହଜାର ୫୦୦ ଟଙ୍କା ପାଇବେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର