ଆସନ୍ତା ମଙ୍ଗଳବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ବିଧାନସଭାର ମୌସୁମୀ ଅଧିବେଶନ ଚାଲୁଥିବାରୁ ଲୋକସେବା ଭବନରେ ପୂର୍ବାହ୍ନ ୧୦ ଘଟିକାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଧାନସଭା ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍‍ ନିଷ୍ପତ୍ତି ଉକ୍ତ ଦିନ ସାର୍ବଜନିନ କରାଯିବ ନାହିଁ। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

17 Jul 2022 By The Sakala

ଆସନ୍ତା ମଙ୍ଗଳବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ବିଧାନସଭାର ମୌସୁମୀ ଅଧିବେଶନ ଚାଲୁଥିବାରୁ ଲୋକସେବା ଭବନରେ ପୂର୍ବାହ୍ନ ୧୦ ଘଟିକାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଧାନସଭା ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍‍ ନିଷ୍ପତ୍ତି ଉକ୍ତ ଦିନ ସାର୍ବଜନିନ କରାଯିବ ନାହିଁ। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର