ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ

The Sakala Picture
Published On

ନୂଆଦିଲ୍ଲୀ: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ସାରା ଶର୍ମା। ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି। ୫ବର୍ଷ ପାଇଁ ସିବିଆଇରେ ଡିଆଇଜି ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୦ ଓଡ଼ିଶା କ୍ୟାଡର ଆଇପିଏସ ହେଉଛନ୍ତି ସାରା ଶର୍ମା।

ଆହୁରି ପଢ଼ନ୍ତୁ: ପରିବହନ ବିଭାଗର ଅଜବ କାରନାମା: ନା ଅଛି ବାଇକ୍ ନା ଯାଇଛନ୍ତି ନୟାଗଡ଼, କଟିଲା ୫ ହଜାର ଟଙ୍କାର ଚାଲାଣ

ଆହୁରି ପଢ଼ନ୍ତୁ: ଏପ୍ରିଲ-ମେ'ରେ ହେବ ପଞ୍ଚାୟତ ନିର୍ବାଚନ: ରାଜ୍ୟ ନିର୍ବାଚନ ଆୟୋଗ

15 Mar 2024 By The Sakala

ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ସାରା ଶର୍ମା। ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି। ୫ବର୍ଷ ପାଇଁ ସିବିଆଇରେ ଡିଆଇଜି ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୦ ଓଡ଼ିଶା କ୍ୟାଡର ଆଇପିଏସ ହେଉଛନ୍ତି ସାରା ଶର୍ମା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର