ରୋମରେ ପହଞ୍ଚିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି  ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ଯକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ଯକ୍ରମ ରହିଛି । ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି […]

ଭୁବନେଶ୍ବର: ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି  ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ଯକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ଯକ୍ରମ ରହିଛି । ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି ନେଇଛନ୍ତି । ୟୁରୋପରେ ୫ ଦିନିଆ ରହଣୀ କାଳରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ଯକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ଯୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର କାର୍ଯ୍ଯକ୍ରମରେ ଯୋଗଦେଇ ଉଦବୋଧନ ଦେବେ ।

ଆହୁରି ପଢ଼ନ୍ତୁ: ଇଚ୍ଛାଶକ୍ତି ଆଗରେ ହାର୍‌ ମାନିଲା ପ୍ରତିବନ୍ଧକ, ପାଦରେ ଲେଖି ମାଟ୍ରିକ ପାସ୍‌ କଲେ ଲକ୍ଷ୍ମୀ

ଆହୁରି ପଢ଼ନ୍ତୁ: ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା

ସେହିପରି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହା ସହ ୟୁରୋପ ମହାଦେଶରେ ଅବସ୍ଥାନ କରୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ୧୦ଦିନିଆ ବିଦେଶ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଓଡିଶାକୁ ବାତ୍ୟା ଦ୍ଵନ୍ଦ ଭିତରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସୁଛି ବଡ଼ ଲଘୁଚାପ

20 Jun 2022 By The Sakala

ରୋମରେ ପହଞ୍ଚିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି  ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ଯକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ଯକ୍ରମ ରହିଛି । ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି ନେଇଛନ୍ତି । ୟୁରୋପରେ ୫ ଦିନିଆ ରହଣୀ କାଳରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ଯକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ଯୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର କାର୍ଯ୍ଯକ୍ରମରେ ଯୋଗଦେଇ ଉଦବୋଧନ ଦେବେ ।

ସେହିପରି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହା ସହ ୟୁରୋପ ମହାଦେଶରେ ଅବସ୍ଥାନ କରୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ୧୦ଦିନିଆ ବିଦେଶ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର