ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର