କଲଭର୍ଟ ଭାଙ୍ଗି ୫ ଜଣଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ ଓ ସହାୟତା ଘୋଷଣା

ଭୁବନେଶ୍ବର: ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରରେ ଏକ ନିର୍ମାଣାଧୀନ କଲଭର୍ଟ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣା […]

ଭୁବନେଶ୍ବର: ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରରେ ଏକ ନିର୍ମାଣାଧୀନ କଲଭର୍ଟ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

About The Author: The Sakala