ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତି ପାଇଁ ହିମାଚଳକୁ ନବୀନଙ୍କ ୫ କୋଟି ଟଙ୍କା ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ବର: ହିମାଚଳ ପ୍ରଦେଶରେ ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତିର ସୁଧାର ପାଇଁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏଥିସହ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କୁ ଚିଠି ଲେଖି ରାଜ୍ୟରେ ଘଟିଥିବା ବିପର୍ଯ୍ୟୟ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ତବ ସହ ଭୂସ୍ଖଳନରେ ସ୍ଥିତି ବେହାଲ ହୋଇଛି। ପ୍ରଭାବିତ ସ୍ଥାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଛି […]

ଭୁବନେଶ୍ବର: ହିମାଚଳ ପ୍ରଦେଶରେ ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତିର ସୁଧାର ପାଇଁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏଥିସହ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କୁ ଚିଠି ଲେଖି ରାଜ୍ୟରେ ଘଟିଥିବା ବିପର୍ଯ୍ୟୟ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ତବ ସହ ଭୂସ୍ଖଳନରେ ସ୍ଥିତି ବେହାଲ ହୋଇଛି। ପ୍ରଭାବିତ ସ୍ଥାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଛି ବାୟୁସେନା ହେଲିକପ୍ଟର। ଶହ ଶହ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ଚଳିତବର୍ଷ ମୋଟ୍ ୧୭୦ରୁ ଅଧିକ ଥର ବାଦଲଫଟା ବର୍ଷା ଏବଂ ଭୂସ୍ଖଳନ ହେବା କାରଣରୁ ପ୍ରାୟ ୯ ହଜାର ୬୦୦ ଘର ଭାଙ୍ଗିଯାଇଛି। ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକ ହେଲା ସୋଲନ, ଶିମଲା, ମଣ୍ତି, ହମିରପୁର ଓ କାଙ୍ଗ୍ରା। ପ୍ରଭାବିତ ସ୍ଥାନରେ ଫସି ଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

03 Sep 2023 By The Sakala

ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତି ପାଇଁ ହିମାଚଳକୁ ନବୀନଙ୍କ ୫ କୋଟି ଟଙ୍କା ସହାୟତା ଘୋଷଣା

ଭୁବନେଶ୍ବର: ହିମାଚଳ ପ୍ରଦେଶରେ ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତିର ସୁଧାର ପାଇଁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏଥିସହ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କୁ ଚିଠି ଲେଖି ରାଜ୍ୟରେ ଘଟିଥିବା ବିପର୍ଯ୍ୟୟ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।

ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ତବ ସହ ଭୂସ୍ଖଳନରେ ସ୍ଥିତି ବେହାଲ ହୋଇଛି। ପ୍ରଭାବିତ ସ୍ଥାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଛି ବାୟୁସେନା ହେଲିକପ୍ଟର। ଶହ ଶହ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ଚଳିତବର୍ଷ ମୋଟ୍ ୧୭୦ରୁ ଅଧିକ ଥର ବାଦଲଫଟା ବର୍ଷା ଏବଂ ଭୂସ୍ଖଳନ ହେବା କାରଣରୁ ପ୍ରାୟ ୯ ହଜାର ୬୦୦ ଘର ଭାଙ୍ଗିଯାଇଛି। ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକ ହେଲା ସୋଲନ, ଶିମଲା, ମଣ୍ତି, ହମିରପୁର ଓ କାଙ୍ଗ୍ରା। ପ୍ରଭାବିତ ସ୍ଥାନରେ ଫସି ଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର