ଶୀତଳ ଷଷ୍ଠୀ ଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସେସିଆଲ ମିଡିଆ ଏକ୍ସରେ କହିଛନ୍ତି, ‘ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପରଲୋକରେ ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରା, ଶୋକ ପ୍ରକାଶ କଲେ ନବୀନ

ମୁଖ୍ୟମନ୍ତ୍ରୀ ସେସିଆଲ ମିଡିଆ ଏକ୍ସରେ କହିଛନ୍ତି, ‘ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ଓ ବନ୍ୟା କ୍ଷୟକ୍ଷତି: କେନ୍ଦ୍ର ସରକାରଙ୍କୁ ୨,୫୨୬ କୋଟି ଟଙ୍କାର ସହାୟତା ମାଗିଲା ଓଡ଼ିଶା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର