ହକି ବିଶ୍ବକପ୍‌ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଜାନୁଆରୀ ୧୩ରୁ ୨୯ ଯାଏଁ ଓଡ଼ିଶାରେ ହେବ ପୁରୁଷ ହକି ବିଶ୍ବକପ୍ । ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ର ଆୟୋଜନ କରୁଥିବାରୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ରମରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶିବରାଜ ସିଂ ଚୌହାନଙ୍କୁ ଦେଇଛନ୍ତି ନିମନ୍ତ୍ରଣ ପତ୍ର । ଆଜି […]

ଭୁବନେଶ୍ବର: ଜାନୁଆରୀ ୧୩ରୁ ୨୯ ଯାଏଁ ଓଡ଼ିଶାରେ ହେବ ପୁରୁଷ ହକି ବିଶ୍ବକପ୍ । ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ର ଆୟୋଜନ କରୁଥିବାରୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ରମରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ନିମନ୍ତ୍ରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶିବରାଜ ସିଂ ଚୌହାନଙ୍କୁ ଦେଇଛନ୍ତି ନିମନ୍ତ୍ରଣ ପତ୍ର । ଆଜି ସକାଳୁ ଭୋପାଲରେ ସ୍ବତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଶିବରାଜ ସିଂହ ଚୌହ୍ବାନ । ଏଥିସହ ସେ ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

27 Dec 2022 By The Sakala

ହକି ବିଶ୍ବକପ୍‌ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଜାନୁଆରୀ ୧୩ରୁ ୨୯ ଯାଏଁ ଓଡ଼ିଶାରେ ହେବ ପୁରୁଷ ହକି ବିଶ୍ବକପ୍ । ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ର ଆୟୋଜନ କରୁଥିବାରୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ରମରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ନିମନ୍ତ୍ରଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶିବରାଜ ସିଂ ଚୌହାନଙ୍କୁ ଦେଇଛନ୍ତି ନିମନ୍ତ୍ରଣ ପତ୍ର । ଆଜି ସକାଳୁ ଭୋପାଲରେ ସ୍ବତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଶିବରାଜ ସିଂହ ଚୌହ୍ବାନ । ଏଥିସହ ସେ ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

https://www.thesakala.in/latest-odisha-news/odisha-cm-is-inviting-all-the-cm-of-india-to-attend-the-hockey-world-cup-2023/article-17682
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର