ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ସମାଧାନ ହେଲା ଆଳୁ ସମସ୍ୟା

The Sakala Picture
Published On

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର […]

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ। ବର୍ତ୍ତମାନ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ଵାଭାବିକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମଡିଆ ‘ଏକ୍ସ’ରେ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

27 Jul 2024 By The Sakala

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ସମାଧାନ ହେଲା ଆଳୁ ସମସ୍ୟା

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ। ବର୍ତ୍ତମାନ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ଵାଭାବିକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମଡିଆ ‘ଏକ୍ସ’ରେ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର