ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ଓପନିଂ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ମୁମ୍ବାଇ: ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିବା ସହ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ […]

ମୁମ୍ବାଇ: ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିବା ସହ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ ଗସ୍ତ ।

ଆହୁରି ପଢ଼ନ୍ତୁ: ବିଜୁ ବାବୁଙ୍କୁ ବିଜେପି ସାଂସଦଙ୍କ ଅପମାନ: ସାରା ରାଜ୍ୟରେ ପ୍ରତିକ୍ରିୟା; ବିଜେଡିର ତୀବ୍ର ପ୍ରତିବାଦ

ସାଧାରଣତଃ ଷ୍ଟକ୍ ଏକ୍ସଚେଞ୍ଜରେ କୌଣସି କଂପାନୀର ଲିଷ୍ଟିଂ ହେଲେ କିମ୍ବା IPO ଇସ୍ୟୁ ହେଲେ କମ୍ପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ ରିଂ କରିଥାନ୍ତି । ଏହାସହ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏସଇ ବେଲ୍ ବଜାଇ ସ୍ୱାଗତ କରିଥାଏ । ବମ୍ବେ ଷ୍ଚକ୍ ଏକ୍ସଚେଞ୍ଜରେ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ବେଲ୍ ବଜାଇବାରେ ନବୀନ ହେଉଛନ୍ତି ପ୍ରଥମ ।

ଆହୁରି ପଢ଼ନ୍ତୁ: ସରକାର ଓ ପୁଲିସ ବିରୋଧରେ ସାଂଘାତିକ ଅଭିଯୋଗ: 'କ୍ରସ୍‌ ଭୋଟିଂ ନ କରିବାରୁ ବିଜେଡି ବିଧାୟିକାଙ୍କୁ ନିର୍ଯାତନା'

15 Sep 2022 By The Sakala

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ଓପନିଂ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁମ୍ବାଇ: ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିବା ସହ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ ଗସ୍ତ ।

ସାଧାରଣତଃ ଷ୍ଟକ୍ ଏକ୍ସଚେଞ୍ଜରେ କୌଣସି କଂପାନୀର ଲିଷ୍ଟିଂ ହେଲେ କିମ୍ବା IPO ଇସ୍ୟୁ ହେଲେ କମ୍ପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ ରିଂ କରିଥାନ୍ତି । ଏହାସହ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏସଇ ବେଲ୍ ବଜାଇ ସ୍ୱାଗତ କରିଥାଏ । ବମ୍ବେ ଷ୍ଚକ୍ ଏକ୍ସଚେଞ୍ଜରେ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ବେଲ୍ ବଜାଇବାରେ ନବୀନ ହେଉଛନ୍ତି ପ୍ରଥମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର