ଉଲ୍ଲେଖନୀୟ ନେତୃତ୍ବ ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଉଲ୍ଲେଖନୀୟ ନେତୃତ୍ବ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି ସମ୍ମାନ ମିିଳିବ। ଆସନ୍ତା ସେପ୍ଟେମ୍ବର ୪ରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ। ପୂର୍ବତନ ମୁଖ୍ଯ ବିଚାରପତି ଏନ.ଭି ରମନା ଏହି ସମ୍ମାନ ପ୍ରଦାନ କରିବେ। ସମ୍ମାନ ପ୍ରଦାନ ଉତ୍ସବରେ ଜଷ୍ଟିସ ଏ.କେ ପଟ୍ଟନାୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି କାର୍ଯ୍ଯକ୍ରମ […]

ଭୁବନେଶ୍ବର: ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଉଲ୍ଲେଖନୀୟ ନେତୃତ୍ବ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି ସମ୍ମାନ ମିିଳିବ। ଆସନ୍ତା ସେପ୍ଟେମ୍ବର ୪ରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ। ପୂର୍ବତନ ମୁଖ୍ଯ ବିଚାରପତି ଏନ.ଭି ରମନା ଏହି ସମ୍ମାନ ପ୍ରଦାନ କରିବେ। ସମ୍ମାନ ପ୍ରଦାନ ଉତ୍ସବରେ ଜଷ୍ଟିସ ଏ.କେ ପଟ୍ଟନାୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି କାର୍ଯ୍ଯକ୍ରମ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ନବୀନଙ୍କ ନେତୃତ୍ବରେ ୨ ଦଶନ୍ଧିରେ ବିକାଶର ଶୀର୍ଷ ଛୁଇଁଛି ଓଡ଼ିଶା। ନବୀନଙ୍କ ସାଧାରଣ ଜୀବନଶୈଳୀ ଓ ଉଦାରତା ଲୋକଙ୍କୁ ହୃଦୟକୁ ଜିତିଛି।

ଆହୁରି ପଢ଼ନ୍ତୁ: ସବୁ ରାତିରେ ଜଳୁଛି ବିଦ୍ୟୁତ୍‌ ଖୁଣ୍ଟ, ଘର ଭିତରେ ପଡୁଛି ନିଆଁ ଝୁଲ; ଭୟରେ କଲୋନୀ ବାସିନ୍ଦା

ଆହୁରି ପଢ଼ନ୍ତୁ: କେନ୍ଦ୍ରରେ ଡିଜି ପାହ୍ୟା ପଦବୀ ପାଇଁ ଓଡ଼ିଶା କ୍ୟାଡରର ୨ ଆଇପିଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଏବଂ ପଦ୍ମାକର ଏସ୍ ମନୋନୀତ

29 Aug 2022 By The Sakala

ଉଲ୍ଲେଖନୀୟ ନେତୃତ୍ବ ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ

ଭୁବନେଶ୍ବର: ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଉଲ୍ଲେଖନୀୟ ନେତୃତ୍ବ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି ସମ୍ମାନ ମିିଳିବ। ଆସନ୍ତା ସେପ୍ଟେମ୍ବର ୪ରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ। ପୂର୍ବତନ ମୁଖ୍ଯ ବିଚାରପତି ଏନ.ଭି ରମନା ଏହି ସମ୍ମାନ ପ୍ରଦାନ କରିବେ। ସମ୍ମାନ ପ୍ରଦାନ ଉତ୍ସବରେ ଜଷ୍ଟିସ ଏ.କେ ପଟ୍ଟନାୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି କାର୍ଯ୍ଯକ୍ରମ ଅନୁଷ୍ଠିତ ହେବ।

ନବୀନଙ୍କ ନେତୃତ୍ବରେ ୨ ଦଶନ୍ଧିରେ ବିକାଶର ଶୀର୍ଷ ଛୁଇଁଛି ଓଡ଼ିଶା। ନବୀନଙ୍କ ସାଧାରଣ ଜୀବନଶୈଳୀ ଓ ଉଦାରତା ଲୋକଙ୍କୁ ହୃଦୟକୁ ଜିତିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର