ରାଜ୍ୟବାସୀଙ୍କୁ ବିଶ୍ବ ପଖାଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି ପଖାଳ ଦିବସ । ଓଡ଼ିଶାର ପାରମ୍ପରିକ ଖାଦ୍ୟ ହେଉଛି ପଖାଳ । ଆଜି ପଲ୍ଲୀଠୁ ସହର ସବୁଠି ପଖାଳ ଖାଇ ଉତ୍ସବ ପାଳୁଛନ୍ତି ସମସ୍ତେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ପାଳନ କରିଛନ୍ତି ପଖାଳ ଦିବସ । ପଖାଳ ସାଙ୍ଗରେ ଚୁନା ମାଛ ଭଜା, ଛୁଇଁ ଭଜା, ବଡ଼ି ଚୁରା, ଶାଗ ଭଜା, କଲରା ଓ ଆଳୁ ଭଜା ଖାଇ ପଖାଳ ଦିବସ ପାଳିଛନ୍ତି ମୁଖ୍ୟମନ୍ତ୍ରୀ । ପଖାଳ ମୋର ପସନ୍ଦ […]

ଭୁବନେଶ୍ୱର: ଆଜି ପଖାଳ ଦିବସ । ଓଡ଼ିଶାର ପାରମ୍ପରିକ ଖାଦ୍ୟ ହେଉଛି ପଖାଳ । ଆଜି ପଲ୍ଲୀଠୁ ସହର ସବୁଠି ପଖାଳ ଖାଇ ଉତ୍ସବ ପାଳୁଛନ୍ତି ସମସ୍ତେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ପାଳନ କରିଛନ୍ତି ପଖାଳ ଦିବସ । ପଖାଳ ସାଙ୍ଗରେ ଚୁନା ମାଛ ଭଜା, ଛୁଇଁ ଭଜା, ବଡ଼ି ଚୁରା, ଶାଗ ଭଜା, କଲରା ଓ ଆଳୁ ଭଜା ଖାଇ ପଖାଳ ଦିବସ ପାଳିଛନ୍ତି ମୁଖ୍ୟମନ୍ତ୍ରୀ । ପଖାଳ ମୋର ପସନ୍ଦ ବୋଲି ମୁଖ୍ଯମନ୍ତ୍ରୀ ଟ୍ବିଟ କରି କହିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ବିଦେଶରେ ଥିବା ପ୍ରବାସୀ ଓଡ଼ିଆ ମଧ୍ୟ ପଖାଳ ଦିବସ ପାଳନ କରିଛନ୍ତି । ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପଖାଳ ଆସ୍ତେ ଆସ୍ତେ ଓଡିଆଙ୍କ ଖାଦ୍ୟ ତାଲିକାର ପ୍ରଥମକୁ ଆସିଛି । ଓଡ଼ିଶାର ପାରମ୍ପରିକ ଖାଦ୍ୟ ପଖାଳରେ ଅନେକ ଉପାଦେୟତା ମଧ୍ୟ ଭରି ରହିଛି । କୋଭିଡ ସମୟରେ ରିସର୍ଚ୍ଚ କରୁଥିବା ଡାକ୍ତରୀ ଦଳ ଶେଷରେ ପଖାଳକୁ ସାବାସୀ ଦେଇଥିଲେ । ଅର୍ଥାତ ପଖାଳ ଖାଇବା ଦ୍ୱାରା ମଣିଷ ଶରୀରରେ ଇମ୍ୟୁନିଟ ବୁଷ୍ଟ ହୋଇଥାଏ ବୋଲି ପ୍ରମାଣିତ ହୋଇଥିଲା ।

20 Mar 2022 By The Sakala

ରାଜ୍ୟବାସୀଙ୍କୁ ବିଶ୍ବ ପଖାଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ପଖାଳ ଦିବସ । ଓଡ଼ିଶାର ପାରମ୍ପରିକ ଖାଦ୍ୟ ହେଉଛି ପଖାଳ । ଆଜି ପଲ୍ଲୀଠୁ ସହର ସବୁଠି ପଖାଳ ଖାଇ ଉତ୍ସବ ପାଳୁଛନ୍ତି ସମସ୍ତେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ପାଳନ କରିଛନ୍ତି ପଖାଳ ଦିବସ । ପଖାଳ ସାଙ୍ଗରେ ଚୁନା ମାଛ ଭଜା, ଛୁଇଁ ଭଜା, ବଡ଼ି ଚୁରା, ଶାଗ ଭଜା, କଲରା ଓ ଆଳୁ ଭଜା ଖାଇ ପଖାଳ ଦିବସ ପାଳିଛନ୍ତି ମୁଖ୍ୟମନ୍ତ୍ରୀ । ପଖାଳ ମୋର ପସନ୍ଦ ବୋଲି ମୁଖ୍ଯମନ୍ତ୍ରୀ ଟ୍ବିଟ କରି କହିଛନ୍ତି।

ବିଦେଶରେ ଥିବା ପ୍ରବାସୀ ଓଡ଼ିଆ ମଧ୍ୟ ପଖାଳ ଦିବସ ପାଳନ କରିଛନ୍ତି । ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପଖାଳ ଆସ୍ତେ ଆସ୍ତେ ଓଡିଆଙ୍କ ଖାଦ୍ୟ ତାଲିକାର ପ୍ରଥମକୁ ଆସିଛି । ଓଡ଼ିଶାର ପାରମ୍ପରିକ ଖାଦ୍ୟ ପଖାଳରେ ଅନେକ ଉପାଦେୟତା ମଧ୍ୟ ଭରି ରହିଛି । କୋଭିଡ ସମୟରେ ରିସର୍ଚ୍ଚ କରୁଥିବା ଡାକ୍ତରୀ ଦଳ ଶେଷରେ ପଖାଳକୁ ସାବାସୀ ଦେଇଥିଲେ । ଅର୍ଥାତ ପଖାଳ ଖାଇବା ଦ୍ୱାରା ମଣିଷ ଶରୀରରେ ଇମ୍ୟୁନିଟ ବୁଷ୍ଟ ହୋଇଥାଏ ବୋଲି ପ୍ରମାଣିତ ହୋଇଥିଲା ।

https://www.thesakala.in/latest-odisha-news/odisha-cm-wished-the-people-of-the-state-a-happy-pakhala-dibasa/article-10101
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର