ରାଜ୍ୟରେ ଆଜି ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୫୭ ଜଣ । ସେହିପରି ୧୫୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୮୬୭କୁ ବୃଦ୍ଧି ପାଇଛି । ଏନେଇ […]

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୫୭ ଜଣ । ସେହିପରି ୧୫୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୮୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨, ବାଲେଶ୍ୱରରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୧୬, ଢେଙ୍କାନାଳରୁ ୨୦, ଗଞ୍‌ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୧୨୪, ମୟୂରଭଞ୍ଜରୁ ୧୦, ନବରଙ୍‌ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୫, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଓ ଷ୍ଟେଟ ପୁଲରୁ ୩୦ ଜଣ ରହିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଆଜି କରୋନା କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ମୋଟ ମୃତ୍ୟୁ ସଂଖ୍ୟା ୮୪୧୮ କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୩ ଜଣଙ୍କ ମଧ୍ୟରେ କଟକ ଜିଲ୍ଲାର ୯୦ ବର୍ଷ ବୟସ୍କା ମହିଳା। ଖୋର୍ଦ୍ଧା ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ। ସୁନ୍ଦରଗଡ ଜିଲ୍ଲାର ୮୦ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୦୪୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

03 Dec 2021 By The Sakala

ରାଜ୍ୟରେ ଆଜି ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୫୭ ଜଣ । ସେହିପରି ୧୫୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୮୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨, ବାଲେଶ୍ୱରରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୧୬, ଢେଙ୍କାନାଳରୁ ୨୦, ଗଞ୍‌ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୧୨୪, ମୟୂରଭଞ୍ଜରୁ ୧୦, ନବରଙ୍‌ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୫, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଓ ଷ୍ଟେଟ ପୁଲରୁ ୩୦ ଜଣ ରହିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଆଜି କରୋନା କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ମୋଟ ମୃତ୍ୟୁ ସଂଖ୍ୟା ୮୪୧୮ କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୩ ଜଣଙ୍କ ମଧ୍ୟରେ କଟକ ଜିଲ୍ଲାର ୯୦ ବର୍ଷ ବୟସ୍କା ମହିଳା। ଖୋର୍ଦ୍ଧା ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ। ସୁନ୍ଦରଗଡ ଜିଲ୍ଲାର ୮୦ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୦୪୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର