ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ…

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ଯଦି ସରକାର ଏହି ଦାବିଗୁଡ଼ିକୁ ଗୁରୁତ୍ୱ ସହକାରେ ନ ଶୁଣେ, ତେବେ ଜୁଲାଇ ୮ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନକୁ ତୀବ୍ରତର କରିବେ।

ଆହୁରି ପଢ଼ନ୍ତୁ: ବାତ୍ୟା ‘ଅକୱାନ’ ମୁକାବିଲା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩୭୯ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ, ୫୩୭୬ ଜଣଙ୍କୁ ସ୍ଥାନାନ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର