ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଭୋଟବାକ୍ସ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ଚିଠି

The Sakala Picture
Published On

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ସଜବାଜ । ରାଜ୍ୟରେ ଆସନ୍ତା ବର୍ଷ ଅର୍ଥାତ ୨୦୨୨ ମସିହା ଆରମ୍ଭରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଭୋଟବାକ୍ସର ତାଲିକା ମାଗିଛନ୍ତି ନିର୍ବାଚନ କମିଶନ । ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର । ବାଲାଟ୍ ବକ୍ସ ପ୍ରସ୍ତୁତ ରଖିବା […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ସଜବାଜ । ରାଜ୍ୟରେ ଆସନ୍ତା ବର୍ଷ ଅର୍ଥାତ ୨୦୨୨ ମସିହା ଆରମ୍ଭରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଭୋଟବାକ୍ସର ତାଲିକା ମାଗିଛନ୍ତି ନିର୍ବାଚନ କମିଶନ । ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଏନେଇ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର । ବାଲାଟ୍ ବକ୍ସ ପ୍ରସ୍ତୁତ ରଖିବା ପାଇଁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି କମିଶନର । ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଜ୍ୟ ସରକାର ପଞ୍ଜାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ବୋଲି ଗତ ୨୯ ତାରିଖରେ ନିର୍ବାଚନ କମିଶନରଙ୍କୁ ଜଣାଇଥିଲେ । ସେଥି ପାଇଁ ସମସ୍ତ ଜିଲ୍ଲାପାଳଙ୍କିୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

16 Jul 2021 By The Sakala

ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଭୋଟବାକ୍ସ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ସଜବାଜ । ରାଜ୍ୟରେ ଆସନ୍ତା ବର୍ଷ ଅର୍ଥାତ ୨୦୨୨ ମସିହା ଆରମ୍ଭରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଭୋଟବାକ୍ସର ତାଲିକା ମାଗିଛନ୍ତି ନିର୍ବାଚନ କମିଶନ । ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏନେଇ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର । ବାଲାଟ୍ ବକ୍ସ ପ୍ରସ୍ତୁତ ରଖିବା ପାଇଁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି କମିଶନର । ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଜ୍ୟ ସରକାର ପଞ୍ଜାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ବୋଲି ଗତ ୨୯ ତାରିଖରେ ନିର୍ବାଚନ କମିଶନରଙ୍କୁ ଜଣାଇଥିଲେ । ସେଥି ପାଇଁ ସମସ୍ତ ଜିଲ୍ଲାପାଳଙ୍କିୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର