୨୫ ଓଏଏସ୍‌ ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ଗତକାଲି ଓଏଏସ୍‌ ଅଧିକାରୀସ୍ତରରେ ରାଜ୍ୟ ସରକାର ଏକ ଅଦଳ ବଦଳ କରିଛନ୍ତି। ମୋଟ ୨୫ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ତ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଅବସ୍ଥାପିତ କରାଯାଇଛି। ବିଜ୍ଞପ୍ତି ଅନୁସାରେ, ଓଏଏସ୍‌‌ ଅଧିକାରୀ ବେରସିୟସ ଡୁଙ୍ଗଡୁଙ୍ଗଙ୍କୁ ବରଗଡ଼ ବିଡିଓ ଭାବେ ବଦଳି ହୋଇଛି। ସେହିପରି ସୁଧୀର କୁମାର ନନ୍ଦଙ୍କୁ ବରଗଡ଼ ତହସିଲଦାର, ଶଙ୍କର କୁମାର […]

ଭୁବନେଶ୍ୱର: ଗତକାଲି ଓଏଏସ୍‌ ଅଧିକାରୀସ୍ତରରେ ରାଜ୍ୟ ସରକାର ଏକ ଅଦଳ ବଦଳ କରିଛନ୍ତି। ମୋଟ ୨୫ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ତ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଅବସ୍ଥାପିତ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବର୍ତ୍ତମାନ ବନ୍ୟା ଆଶଙ୍କା ନାହିଁ: ହୀରାକୁଦକୁ ଆସୁଥିବା ବନ୍ୟାଜଳ ଉପରେ ଜଳସମ୍ପଦ ବିଭାଗର ନଜର

ବିଜ୍ଞପ୍ତି ଅନୁସାରେ, ଓଏଏସ୍‌‌ ଅଧିକାରୀ ବେରସିୟସ ଡୁଙ୍ଗଡୁଙ୍ଗଙ୍କୁ ବରଗଡ଼ ବିଡିଓ ଭାବେ ବଦଳି ହୋଇଛି। ସେହିପରି ସୁଧୀର କୁମାର ନନ୍ଦଙ୍କୁ ବରଗଡ଼ ତହସିଲଦାର, ଶଙ୍କର କୁମାର ପାତ୍ରଙ୍କୁ ବିଡିଓ ଲାଞ୍ଜିଗଡ଼, ଅଶୋକ ପଟ୍ଟନାୟକଙ୍କୁ ପାତ୍ରପୁର ତହସିଲଦାର, ସଦାକର କୁମ୍ଭାରଙ୍କୁ ଗୋଲମୁଣ୍ଡା ତହସିଲଦାର, ଚିନ୍ମୟ ମହାନନ୍ଦାଙ୍କୁ ରାୟଗଡ଼ା ଡେପୁଟି କଲେକ୍ଟର, ସ୍ମୃତିରେଖା ଦାସଙ୍କୁ ଇଡକୋ ଅତିରିକ୍ତ ଲ୍ୟାଣ୍ଡ ଅଧିକାରୀ ଭାବେ ବଦଳି ହୋଇଛି। ସେହିପରି ଧନଞ୍ଜୟ ମହାନ୍ତିଙ୍କୁ ଦାନଗଦି ତହସିଲଦାର, ସଞ୍ଜୟ କୁମାର ପଣ୍ଡାଙ୍କୁ ପରଜଙ୍ଗ ବିଡିଓ, ମନ୍ମଥ କୁମାର ନାୟକଙ୍କୁ ଭଞ୍ଜନଗର ବିଡିଓ, ଜିତେନ୍ଦ୍ର ମୁର୍ମୁଙ୍କୁ ଜଳେଶ୍ୱର ତହସିଲଦାର, ଜୟକୃଷ୍ଣ ପାତ୍ରଙ୍କୁ ଅନୁଗୁଳ ଉପଜିଲ୍ଲାପାଳ, ଅଙ୍କିତା ବାରିକଙ୍କୁ ଯାଜପୁର ଡେପୁଟି କଲେକ୍ଟର, ସାରା ହେମ୍ୱ୍ରମଙ୍କୁ ବନ୍ତ ତହସିଲଦାର, ବନବିହାରୀ ହରପାଲଙ୍କୁ ତୁମୁଡିବନ୍ଧ ବିଡିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜ୍ଞାନରଞ୍ଜନ ମାଝୀଙ୍କୁ ବେଲପାହାଡ଼ ତହସିଲଦାର, ପ୍ରମୋଦ କୁମାର ନାୟକଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ସନ୍ଧ୍ୟା ସମର୍ଥଙ୍କୁ ବୋରିଗୁମ୍ମା ବିଡିଓ, ଦୀପ୍ତିମୟୀ ପାତ୍ରଙ୍କୁ ପଦ୍ମପୁର ତହସିଲଦାର, ପ୍ରଦୀପ କୁମାର କରଙ୍କୁ କାଲିମେଳା ବିଡିଓ, ବିକ୍ରମ କୁମାର ଦୋରାଙ୍କୁ ବଲାଙ୍ଗିର ତହସିଲଦାର, ଯସ୍ମିନ କୁମାର ପ୍ରଧାନଙ୍କୁ ଗୁମ୍ମା ବିଡିଓ, ଶରତ କୁମାର ପାତ୍ରଙ୍କୁ କାଶୀନଗର ବିଡିଓ, ବସନ୍ତ କୁମାର ହାତୀଙ୍କୁ ଲଖନପୁର ତହସିଲଦାର ଓ ସମ୍ୱିତ ସଂଗ୍ରାମଜିତ୍‌‌ ସାହୁଙ୍କୁ ପର୍ଯ୍ୟଟନ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି।

ଆହୁରି ପଢ଼ନ୍ତୁ: ପରିବହନ ବିଭାଗର ଅଜବ କାରନାମା: ନା ଅଛି ବାଇକ୍ ନା ଯାଇଛନ୍ତି ନୟାଗଡ଼, କଟିଲା ୫ ହଜାର ଟଙ୍କାର ଚାଲାଣ

20 Feb 2024 By The Sakala

୨୫ ଓଏଏସ୍‌ ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଗତକାଲି ଓଏଏସ୍‌ ଅଧିକାରୀସ୍ତରରେ ରାଜ୍ୟ ସରକାର ଏକ ଅଦଳ ବଦଳ କରିଛନ୍ତି। ମୋଟ ୨୫ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ତ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଅବସ୍ଥାପିତ କରାଯାଇଛି।

ବିଜ୍ଞପ୍ତି ଅନୁସାରେ, ଓଏଏସ୍‌‌ ଅଧିକାରୀ ବେରସିୟସ ଡୁଙ୍ଗଡୁଙ୍ଗଙ୍କୁ ବରଗଡ଼ ବିଡିଓ ଭାବେ ବଦଳି ହୋଇଛି। ସେହିପରି ସୁଧୀର କୁମାର ନନ୍ଦଙ୍କୁ ବରଗଡ଼ ତହସିଲଦାର, ଶଙ୍କର କୁମାର ପାତ୍ରଙ୍କୁ ବିଡିଓ ଲାଞ୍ଜିଗଡ଼, ଅଶୋକ ପଟ୍ଟନାୟକଙ୍କୁ ପାତ୍ରପୁର ତହସିଲଦାର, ସଦାକର କୁମ୍ଭାରଙ୍କୁ ଗୋଲମୁଣ୍ଡା ତହସିଲଦାର, ଚିନ୍ମୟ ମହାନନ୍ଦାଙ୍କୁ ରାୟଗଡ଼ା ଡେପୁଟି କଲେକ୍ଟର, ସ୍ମୃତିରେଖା ଦାସଙ୍କୁ ଇଡକୋ ଅତିରିକ୍ତ ଲ୍ୟାଣ୍ଡ ଅଧିକାରୀ ଭାବେ ବଦଳି ହୋଇଛି। ସେହିପରି ଧନଞ୍ଜୟ ମହାନ୍ତିଙ୍କୁ ଦାନଗଦି ତହସିଲଦାର, ସଞ୍ଜୟ କୁମାର ପଣ୍ଡାଙ୍କୁ ପରଜଙ୍ଗ ବିଡିଓ, ମନ୍ମଥ କୁମାର ନାୟକଙ୍କୁ ଭଞ୍ଜନଗର ବିଡିଓ, ଜିତେନ୍ଦ୍ର ମୁର୍ମୁଙ୍କୁ ଜଳେଶ୍ୱର ତହସିଲଦାର, ଜୟକୃଷ୍ଣ ପାତ୍ରଙ୍କୁ ଅନୁଗୁଳ ଉପଜିଲ୍ଲାପାଳ, ଅଙ୍କିତା ବାରିକଙ୍କୁ ଯାଜପୁର ଡେପୁଟି କଲେକ୍ଟର, ସାରା ହେମ୍ୱ୍ରମଙ୍କୁ ବନ୍ତ ତହସିଲଦାର, ବନବିହାରୀ ହରପାଲଙ୍କୁ ତୁମୁଡିବନ୍ଧ ବିଡିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜ୍ଞାନରଞ୍ଜନ ମାଝୀଙ୍କୁ ବେଲପାହାଡ଼ ତହସିଲଦାର, ପ୍ରମୋଦ କୁମାର ନାୟକଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ସନ୍ଧ୍ୟା ସମର୍ଥଙ୍କୁ ବୋରିଗୁମ୍ମା ବିଡିଓ, ଦୀପ୍ତିମୟୀ ପାତ୍ରଙ୍କୁ ପଦ୍ମପୁର ତହସିଲଦାର, ପ୍ରଦୀପ କୁମାର କରଙ୍କୁ କାଲିମେଳା ବିଡିଓ, ବିକ୍ରମ କୁମାର ଦୋରାଙ୍କୁ ବଲାଙ୍ଗିର ତହସିଲଦାର, ଯସ୍ମିନ କୁମାର ପ୍ରଧାନଙ୍କୁ ଗୁମ୍ମା ବିଡିଓ, ଶରତ କୁମାର ପାତ୍ରଙ୍କୁ କାଶୀନଗର ବିଡିଓ, ବସନ୍ତ କୁମାର ହାତୀଙ୍କୁ ଲଖନପୁର ତହସିଲଦାର ଓ ସମ୍ୱିତ ସଂଗ୍ରାମଜିତ୍‌‌ ସାହୁଙ୍କୁ ପର୍ଯ୍ୟଟନ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର