ବିଡିଓ ସ୍ତରରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪୩ ଜଣ ବିଡ଼ିଓ…

The Sakala Picture
Published On

ଭୁବନେଶ୍ବର: ବିଡିଓ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ ପଣ୍ଡା ଆଠଗଡ଼ ବିଡିଓ ହୋଇଛନ୍ତି। ରାହୁଲ ମଣ୍ଡଳଙ୍କୁ ଢେଙ୍କାନାଳ ସଦର ର ବିଡିଓ କରାଯାଇଛି। ସାଗର ଚନ୍ଦ୍ର ମୁର୍ମୁ ମୟୂରଭଞ୍ଜର ବିଷୋଇ ବ୍ଲକର ବିଡିଓ ହୋଇଛନ୍ତି। କଲ୍ୟାଣ ସୌରଭ ଦାଶ ହିନ୍ଦୋଳର ବିଡିଓ ହୋଇଥିବାବେଳେ […]

ଭୁବନେଶ୍ବର: ବିଡିଓ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ ପଣ୍ଡା ଆଠଗଡ଼ ବିଡିଓ ହୋଇଛନ୍ତି। ରାହୁଲ ମଣ୍ଡଳଙ୍କୁ ଢେଙ୍କାନାଳ ସଦର ର ବିଡିଓ କରାଯାଇଛି। ସାଗର ଚନ୍ଦ୍ର ମୁର୍ମୁ ମୟୂରଭଞ୍ଜର ବିଷୋଇ ବ୍ଲକର ବିଡିଓ ହୋଇଛନ୍ତି। କଲ୍ୟାଣ ସୌରଭ ଦାଶ ହିନ୍ଦୋଳର ବିଡିଓ ହୋଇଥିବାବେଳେ ଅବନ୍ତିକା ସାହୁ ଯାଜପୁର କୋରେଇର ବିଡିଓ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

[wp-embedder-pack width=”100%” height=”400px” download=”all” download-text=”” attachment_id=”135370″ /]

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର