ଯାଜପୁର: ବଢ଼ିଲା ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା। ୩୩୦ରୁ ୪୨୦କୁ ବଢ଼ିଲା ଶଯ୍ୟା ସଂଖ୍ୟା । ଯାଜପୁରରେ ଖୁବଶୀଘ୍ର ଶହେ ଶଯ୍ୟାବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଯଯାତୀ କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଭାବେ ଜଣାଶୁଣା ହେବ ଏହି କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ଲାଗି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହାୟକ ହେବ। ଏହାସହ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟା ଚିକିତ୍ସାଳୟ ଏବଂ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯିବ । ସିଏଚସି ଓ ପିଏଚସିକୁ ସଂପ୍ରସାରିତ ହେବ ଆମ ହସ୍ପିଟାଲ ଯୋଜନା । ଆସନ୍ତା ୪ବର୍ଷରେ ଏହି ଯୋଜନା ସମ୍ପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି ।
ବଢ଼ିଲା ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା
ଯାଜପୁର: ବଢ଼ିଲା ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା। ୩୩୦ରୁ ୪୨୦କୁ ବଢ଼ିଲା ଶଯ୍ୟା ସଂଖ୍ୟା । ଯାଜପୁରରେ ଖୁବଶୀଘ୍ର ଶହେ ଶଯ୍ୟାବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଯଯାତୀ କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଭାବେ ଜଣାଶୁଣା ହେବ ଏହି କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ଲାଗି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହାୟକ ହେବ। ଏହାସହ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟା ଚିକିତ୍ସାଳୟ ଏବଂ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଆମ ହସ୍ପିଟାଲ […]