ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV)  ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା। ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା […]

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV)  ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା।
ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ବିଭିନ୍ନ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ  ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି । ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV)  ଉପକୃତ ହେବେ ।
02 Mar 2024 By The Sakala

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV)  ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା।
ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ବିଭିନ୍ନ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ  ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି । ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV)  ଉପକୃତ ହେବେ ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର