ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର। ଓଡ଼ିଶା ସରକାର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ରେ ୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଏହି ବୃଦ୍ଧି ପରେ ମହଙ୍ଗା ଭତ୍ତା ୨୫୭ ପ୍ରତିଶତ ରୁ ୨୬୨ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୧ ଜାନୁଆରୀ ୨୦୨୬ ରୁ ପିଛିଲା ଭାବେ ଲାଗୁ ହେବ।

ଆହୁରି ପଢ଼ନ୍ତୁ: ଛେରାପହଁରା ନୀତି ସମ୍ପନ୍ନ ପରେ ଆରମ୍ଭ ହେଲା ରଥଟଣା, ଗଡ଼ିଲା ତାଳଧ୍ୱଜ ରଥ; ଭକ୍ତିଭାବରେ ଉଛୁଳୁଛି ବଡ଼ଦାଣ୍ଡ

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ସରକାରୀ କର୍ମଚାରୀ, ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ, ବିଶ୍ୱବିଦ୍ୟାଳୟର ଶିକ୍ଷକ ଏବଂ ଅଣ-ଶିକ୍ଷକ କର୍ମଚାରୀ, ଅଧସ୍ତନ ନ୍ୟାୟିକ ଅଧିକାରୀ, ୱାର୍କ-ଚାର୍ଜଡ୍ କର୍ମଚାରୀ ଏବଂ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ପାଇଁ ମଧ୍ୟ ଲାଗୁ ହେବ। ବିଜ୍ଞପ୍ତିରେ କୁହାଯାଇଛି ଯେ ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୬ ର ଦରମାରେ ପ୍ରତିଫଳିତ ହେବ।  ଜାନୁଆରିରୁ ଜୁନ୍ ପର୍ଯ୍ୟନ୍ତ ବକେୟା ମହଙ୍ଗା ଭତ୍ତା ମଧ୍ୟ କର୍ମଚାରୀମାନେ ପାଇବେ । 

ଆହୁରି ପଢ଼ନ୍ତୁ: ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନ୍‌ସର ଚିକିତ୍ସା ସୁବିଧା: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

23 Jul 2026 By Madhusudan Das

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର। ଓଡ଼ିଶା ସରକାର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ରେ ୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଏହି ବୃଦ୍ଧି ପରେ ମହଙ୍ଗା ଭତ୍ତା ୨୫୭ ପ୍ରତିଶତ ରୁ ୨୬୨ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୧ ଜାନୁଆରୀ ୨୦୨୬ ରୁ ପିଛିଲା ଭାବେ ଲାଗୁ ହେବ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ସରକାରୀ କର୍ମଚାରୀ, ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ, ବିଶ୍ୱବିଦ୍ୟାଳୟର ଶିକ୍ଷକ ଏବଂ ଅଣ-ଶିକ୍ଷକ କର୍ମଚାରୀ, ଅଧସ୍ତନ ନ୍ୟାୟିକ ଅଧିକାରୀ, ୱାର୍କ-ଚାର୍ଜଡ୍ କର୍ମଚାରୀ ଏବଂ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ପାଇଁ ମଧ୍ୟ ଲାଗୁ ହେବ। ବିଜ୍ଞପ୍ତିରେ କୁହାଯାଇଛି ଯେ ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୬ ର ଦରମାରେ ପ୍ରତିଫଳିତ ହେବ।  ଜାନୁଆରିରୁ ଜୁନ୍ ପର୍ଯ୍ୟନ୍ତ ବକେୟା ମହଙ୍ଗା ଭତ୍ତା ମଧ୍ୟ କର୍ମଚାରୀମାନେ ପାଇବେ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର