ନର୍ସିଂ ପିଲାଙ୍କ ପାଇଁ ଖୁସି ଖବର: ବାହାରିଲା ୧୧,୦୦୬ ନର୍ସିଂ ଅଫିସର ପଦବୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ଯାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ଯାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ମଝି ଚିଲିକାରେ ବାଟବଣା ହେଲା ସରକାରୀ ଭସାପୋଲ: ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଉଦ୍ଧାର

ଏହି ନୂତନ ପଦବୀ ଗୁଡିକ ମଧ୍ୟରେ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ସେହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସ୍ପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

19 Aug 2021 By The Sakala

ନର୍ସିଂ ପିଲାଙ୍କ ପାଇଁ ଖୁସି ଖବର: ବାହାରିଲା ୧୧,୦୦୬ ନର୍ସିଂ ଅଫିସର ପଦବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ଯାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ ବୋଲି ସୂଚନା ମିଳିଛି।

ଏହି ନୂତନ ପଦବୀ ଗୁଡିକ ମଧ୍ୟରେ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ସେହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସ୍ପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର