ଲ’ ଅଫିସରଙ୍କ ଦୈନିକ ଓ ରିଟେନର ଫି’ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା  ନନ–କ୍ୟାଡର ଲ’ ଅଫିସରଙ୍କର ଦୈନିକ ଓ ରିଟେନର ଫି‘ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଲ’ ଅଫିସର ମାନଙ୍କ ଦୈନିକ ଓ ରିଟେନର ଫି‘ କୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି‘ ଅନୁଯାୟୀ, କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ସରକାରୀ […]

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା  ନନକ୍ୟାଡର ଅଫିସରଙ୍କର ଦୈନିକ ରିଟେନର ଫିରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଅଫିସର ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଅଫିସର ମାନଙ୍କ ଦୈନିକ ରିଟେନର ଫିକୁ ବୃଦ୍ଧି କରିଛନ୍ତି।

ଏହି ବର୍ଦ୍ଧିତ ଫିଅନୁଯାୟୀ, କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ସରକାରୀ ଓକିଲମାନେ ଦୈନିକ ବାବଦରେ ,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ଫିପୂର୍ବରୁ ,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ ସହକାରୀ ସରକାରୀ ଓକିଲମାନେ ପୂର୍ବରୁ ଦୈନିକ ଫିବାବଦରେ ,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ,୬୫୦ ପାଇବେ। ରିଟେନର ଫିବାବଦରେ ପୂର୍ବରୁ ,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶାଲ ପବ୍ଲିକ ପ୍ରୋସିକ୍ୟୁଟରଙ୍ ମାନେ ପୂର୍ବରୁ ଦୈନିକ ଫିବାବଦରେ ,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ,୮୭୫ ଟଙ୍କା ପାଇବେ। ରିଟେନର ଫିବାବଦରେ ପୂର୍ବରୁ ,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ ସରକାରୀ ପ୍ଲିଡର ଏବଂ ୧୧୩ ଜଣ ସହକାରୀ ସରକାରୀ ପ୍ଲିଡର ପୂର୍ବରୁ ରିଟେନର ଫିବାବଦରେ ,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

About The Author: The Sakala