ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱରେ ରହିବେ OISF

The Sakala Picture
Published On

ଭୁବନେଶ୍ୱର: ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଇନ୍ସପେକ୍ଟର, ୪ ଜଣ ସବ୍ ଇନ୍ସପେକ୍ଟର ଏବଂ ୩୦ କନଷ୍ଟେବଳଙ୍କ ସହିତ ଏହା ଏକ ୩୫ ଜଣିଆ ଟିମ । ୩୦ ଜୁଲାଇରେ ନନ୍ଦନକାନନ ଏବଂ ଓଆଇଏସଏଫ ମଧ୍ୟରେ ଗୋଟିଏ […]

ଭୁବନେଶ୍ୱର: ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଇନ୍ସପେକ୍ଟର, ୪ ଜଣ ସବ୍ ଇନ୍ସପେକ୍ଟର ଏବଂ ୩୦ କନଷ୍ଟେବଳଙ୍କ ସହିତ ଏହା ଏକ ୩୫ ଜଣିଆ ଟିମ । ୩୦ ଜୁଲାଇରେ ନନ୍ଦନକାନନ ଏବଂ ଓଆଇଏସଏଫ ମଧ୍ୟରେ ଗୋଟିଏ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା। ଆଜିଠାରୁ ଏହି ଫୋର୍ସ ଅନ୍ତର୍ଭୁକ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

01 Aug 2024 By The Sakala

ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱରେ ରହିବେ OISF

ଭୁବନେଶ୍ୱର: ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଇନ୍ସପେକ୍ଟର, ୪ ଜଣ ସବ୍ ଇନ୍ସପେକ୍ଟର ଏବଂ ୩୦ କନଷ୍ଟେବଳଙ୍କ ସହିତ ଏହା ଏକ ୩୫ ଜଣିଆ ଟିମ । ୩୦ ଜୁଲାଇରେ ନନ୍ଦନକାନନ ଏବଂ ଓଆଇଏସଏଫ ମଧ୍ୟରେ ଗୋଟିଏ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା। ଆଜିଠାରୁ ଏହି ଫୋର୍ସ ଅନ୍ତର୍ଭୁକ୍ତ କରାଯାଇଛି।

https://www.thesakala.in/latest-odisha-news/odisha-industrial-services-force-joined-for-the-security-of-nandankanan/article-34075
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର