୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତରୀଣ ବଜେଟ୍ ଉପସ୍ଥାପିତ; ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ହେଲା ବ୍ୟୟବରାଦ…

The Sakala Picture
Published On

ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ଲାଗି ମୋଟ ୨ଲକ୍ଷ ୫୫ ହଜାର କୋଟିର ବଜେଟ ଆଣିଛନ୍ତି ରାଜ୍ୟ ସରକାର। ସେଥିରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି। ତେବେ ଆସନ୍ତୁ ନଜର ପକାଇବା ରାଜ୍ୟ ବଜେଟରେ କେଉଁ ବିଭାଗ ଓ କ୍ଷେତ୍ରକୁ ମିଳିଛି କେତେ କେତେ ଟଙ୍କା ? – ବିଦ୍ୟାଳୟ ଓ ଗାନଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ – ୨୪ ହଜାର ୭ ଶହ ୬୪ କୋଟି […]

ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ଲାଗି ମୋଟ ୨ଲକ୍ଷ ୫୫ ହଜାର କୋଟିର ବଜେଟ ଆଣିଛନ୍ତି ରାଜ୍ୟ ସରକାର। ସେଥିରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି। ତେବେ ଆସନ୍ତୁ ନଜର ପକାଇବା ରାଜ୍ୟ ବଜେଟରେ କେଉଁ ବିଭାଗ ଓ କ୍ଷେତ୍ରକୁ ମିଳିଛି କେତେ କେତେ ଟଙ୍କା ?

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ବିଦ୍ୟାଳୟ ଓ ଗାନଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ – ୨୪ ହଜାର ୭ ଶହ ୬୪ କୋଟି ଟଙ୍କା
ପଂଚାୟତରାଜ – ୨୨୫୪୩ କୋଟି
ସ୍ୱାସ୍ଥ୍ୟ ବିଭାଗ – ୧୯୭୨୯ କୋଟି
ଜଳସମ୍ପଦ – ୧୩୨୬୭ କୋଟି
ଯୋଜନା ଓ ସଂଯୋଜନା – ୧୨୦୪୩ କୋଟି
ନିର୍ମାଣ ବିଭାଗ – ୧୦୯୫୦ କୋଟି
ଗ୍ରାମ୍ୟ ଉନ୍ନୟନ – ୯୩୩୦ କୋଟି
ଗୃହ ବିଭାଗ – ୮୬୪୧ କୋଟି

ପ୍ରଧାନମନ୍ତ୍ରୀ ଆବାସ – ୪୦୦୦ କୋଟି
ବିଜୁ ପକ୍କାଘର – ୧୦୦ କୋଟି
ପ୍ରଧାନମନ୍ତ୍ରୀ ଆବାସ ସହର – ୬୯୨ କୋଟି
ବସୁଧା ଯୋଜନା – ୨୦୦୦ କୋଟି
ଜଳ ଜୀବନ ମିଶନ – ୬୦୦୦ କୋଟି
ମେଟ୍ରୋ – ୧୦୦୦ କୋଟି
ରେଳ ପ୍ରକଳ୍ପ – ୭୦୦ କୋଟି
ରାସ୍ତା ଉନ୍ନତି – ୬୧୯୪ କୋଟି
ନୂଆ ଓ – ୨୦୦ କୋଟି
ବିଜୁ ସେତୁ – ୨୦୦ କୋଟି
ଏସଟିଆରଏମଏଫ (ରାଜ୍ୟ ବିପର୍ୟ୍ୟୟ ପରିଚାଳନା ପାଣ୍ଠି ) – ୧୪୨୪ କୋଟି
କ୍ରୀଡା ଭିତିଭୂମି – ୮୫୨ କୋଟି
ମୁଖ୍ୟମନ୍ତ୍ରୀ କଳାକାର ସହାୟତା – ୭୨ କୋଟି
ପ୍ରାଚୀନ କୀର୍ତିରାଜି ରକ୍ଷଣାବେକ୍ଷଣ – ୧୫ କୋଟି
ଏନଆରଏଲଏମ – ୧୧୬୨ କୋଟି
ମିଶନ ଶକ୍ତି – ୨୭୬୧ କୋଟି
ମମତା – ୫୨୧ କୋଟି

08 Feb 2024 By The Sakala

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତରୀଣ ବଜେଟ୍ ଉପସ୍ଥାପିତ; ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ହେଲା ବ୍ୟୟବରାଦ…

ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ଲାଗି ମୋଟ ୨ଲକ୍ଷ ୫୫ ହଜାର କୋଟିର ବଜେଟ ଆଣିଛନ୍ତି ରାଜ୍ୟ ସରକାର। ସେଥିରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି। ତେବେ ଆସନ୍ତୁ ନଜର ପକାଇବା ରାଜ୍ୟ ବଜେଟରେ କେଉଁ ବିଭାଗ ଓ କ୍ଷେତ୍ରକୁ ମିଳିଛି କେତେ କେତେ ଟଙ୍କା ?

ବିଦ୍ୟାଳୟ ଓ ଗାନଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ – ୨୪ ହଜାର ୭ ଶହ ୬୪ କୋଟି ଟଙ୍କା
ପଂଚାୟତରାଜ – ୨୨୫୪୩ କୋଟି
ସ୍ୱାସ୍ଥ୍ୟ ବିଭାଗ – ୧୯୭୨୯ କୋଟି
ଜଳସମ୍ପଦ – ୧୩୨୬୭ କୋଟି
ଯୋଜନା ଓ ସଂଯୋଜନା – ୧୨୦୪୩ କୋଟି
ନିର୍ମାଣ ବିଭାଗ – ୧୦୯୫୦ କୋଟି
ଗ୍ରାମ୍ୟ ଉନ୍ନୟନ – ୯୩୩୦ କୋଟି
ଗୃହ ବିଭାଗ – ୮୬୪୧ କୋଟି

ପ୍ରଧାନମନ୍ତ୍ରୀ ଆବାସ – ୪୦୦୦ କୋଟି
ବିଜୁ ପକ୍କାଘର – ୧୦୦ କୋଟି
ପ୍ରଧାନମନ୍ତ୍ରୀ ଆବାସ ସହର – ୬୯୨ କୋଟି
ବସୁଧା ଯୋଜନା – ୨୦୦୦ କୋଟି
ଜଳ ଜୀବନ ମିଶନ – ୬୦୦୦ କୋଟି
ମେଟ୍ରୋ – ୧୦୦୦ କୋଟି
ରେଳ ପ୍ରକଳ୍ପ – ୭୦୦ କୋଟି
ରାସ୍ତା ଉନ୍ନତି – ୬୧୯୪ କୋଟି
ନୂଆ ଓ – ୨୦୦ କୋଟି
ବିଜୁ ସେତୁ – ୨୦୦ କୋଟି
ଏସଟିଆରଏମଏଫ (ରାଜ୍ୟ ବିପର୍ୟ୍ୟୟ ପରିଚାଳନା ପାଣ୍ଠି ) – ୧୪୨୪ କୋଟି
କ୍ରୀଡା ଭିତିଭୂମି – ୮୫୨ କୋଟି
ମୁଖ୍ୟମନ୍ତ୍ରୀ କଳାକାର ସହାୟତା – ୭୨ କୋଟି
ପ୍ରାଚୀନ କୀର୍ତିରାଜି ରକ୍ଷଣାବେକ୍ଷଣ – ୧୫ କୋଟି
ଏନଆରଏଲଏମ – ୧୧୬୨ କୋଟି
ମିଶନ ଶକ୍ତି – ୨୭୬୧ କୋଟି
ମମତା – ୫୨୧ କୋଟି

https://www.thesakala.in/latest-odisha-news/odisha-interim-budget-of-2024-25-know-about-how-much-has-been-spent-on-which-sector/article-29757
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର