ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୬ମାସ ଏସମା ଲାଗୁ, ଡାକ୍ତରଖାନାର କୌଣସି କର୍ମଚାରୀ କରିପାରିବେନି ଆନ୍ଦୋଳନ

The Sakala Picture
Published On

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ ହୋଇଛି।  ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ଏସମା ଲାଗୁ କରାଯାଇଛି। ୬ ମାସ ପର୍ଯ୍ଯନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ । ଏହି ସମୟରେ ଡାକ୍ତରଖାନାର କୌଣସି କର୍ମଚାରୀ ଆନ୍ଦୋଳନ କରି ପାରିବେ ନାହିଁ।   ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ଏସମା ଲାଗୁ ହୋଇଛି।  ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପ୍ରତି ବି ଲାଗୁ ହୋଇଛି ଏହି […]

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ ହୋଇଛି।  ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ଏସମା ଲାଗୁ କରାଯାଇଛି। ୬ ମାସ ପର୍ଯ୍ଯନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ । ଏହି ସମୟରେ ଡାକ୍ତରଖାନାର କୌଣସି କର୍ମଚାରୀ ଆନ୍ଦୋଳନ କରି ପାରିବେ ନାହିଁ।   ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ଏସମା ଲାଗୁ ହୋଇଛି।  ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପ୍ରତି ବି ଲାଗୁ ହୋଇଛି ଏହି ଏସମା ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର