ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା, ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

The Sakala Picture
Published On

ଭୁବନେଶ୍ୱର : ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରଶମନ ଦିବସ ଭାବେ ପାଳନ କରାଯାଉଛି । ଏବର୍ଷର ଥିମ୍‌ ରହିଛି, ‘ସଶକ୍ତ ଗୋଷ୍ଠୀ, ସୁରକ୍ଷିତ ଓଡ଼ିଶା । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । […]

ଭୁବନେଶ୍ୱର : ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରଶମନ ଦିବସ ଭାବେ ପାଳନ କରାଯାଉଛି । ଏବର୍ଷର ଥିମ୍‌ ରହିଛି, ‘ସଶକ୍ତ ଗୋଷ୍ଠୀ, ସୁରକ୍ଷିତ ଓଡ଼ିଶା । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ପ୍ରତି ଗାଁକୁ ବିପର୍ଯ୍ୟୟ ପ୍ରଶମନ ପାଇଁ ପ୍ରସ୍ତୁତ କରାଯିବ । ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଏସଆରସି ସତ୍ୟବ୍ରତ ସାହୁ, ଓସଡମା ଏମଡି ଜ୍ଞାନ ରଞ୍ଜନ ଦାସ ପ୍ରମୁଖ ଯୋଗଦେଇଥିଲେ ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ଖର୍ଚ୍ଚ ହେବ ୨ ହଜାର କୋଟି । ପ୍ରତି ଗାଁକୁ କରାଯିବ ପ୍ରସ୍ତୁତ, ବିପର୍ଯ୍ୟୟ ପ୍ରଶମନ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୂଚନା । ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ମିଶନ ଜିରୋ କାଜୁଆଲଟିରେ କାମ କରୁଛି ରାଜ୍ୟ ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା । ସବୁ ଗାଁରେ ୧୦ ଜଣଙ୍କୁ ରେଡକ୍ରସ ପକ୍ଷରୁ ଟ୍ରେନିଂ ଦିଆଯିବ । ସବୁ ପଂଚାୟତ ଗୁଡିକରେ ଲାଗିବ ଅଟୋମେଟେଡ ୱେଦର ଓ ରେନ୍ ଗଜ ଷ୍ଟେସନ । ୩ହଜାର ପଂଚାୟତ ପାଇଁ ବିଶ୍ୱ ବ୍ୟାଙ୍କ ଆର୍ଥିକ ସହାୟତା ଯୋଗାଇବ । ଏହା ସହ ସବୁ ସରକାରୀ ଅଧିକାରୀ ବିପର୍ଯ୍ୟୟ ମୁକାବିଲା ତାଲିମ ନେବେ । ସେହିଭଳି ବିପର୍ଯ୍ୟୟ ନେଇ ମୁକାବିଲାରେ ଗତ ୧୦ ବର୍ଷରେ ଅନେକ ପରିବର୍ତନ ଆସିଛି । ରାଜ୍ୟରେ ପ୍ରାୟ ୨୦ଟି ଓଡିଆରଏଫ ଟିମ୍ ଥିବା ବେଳେ ଏବେ ସବୁ ଜିଲ୍ଲାରେ ଓଡିଆରଏଏଫ ଟିମ୍ ରହିବାର ବ୍ୟବସ୍ଥା କରାଯାଉଛି ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

29 Oct 2023 By The Sakala

ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା, ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

ଭୁବନେଶ୍ୱର : ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରଶମନ ଦିବସ ଭାବେ ପାଳନ କରାଯାଉଛି । ଏବର୍ଷର ଥିମ୍‌ ରହିଛି, ‘ସଶକ୍ତ ଗୋଷ୍ଠୀ, ସୁରକ୍ଷିତ ଓଡ଼ିଶା । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ପ୍ରତି ଗାଁକୁ ବିପର୍ଯ୍ୟୟ ପ୍ରଶମନ ପାଇଁ ପ୍ରସ୍ତୁତ କରାଯିବ । ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଏସଆରସି ସତ୍ୟବ୍ରତ ସାହୁ, ଓସଡମା ଏମଡି ଜ୍ଞାନ ରଞ୍ଜନ ଦାସ ପ୍ରମୁଖ ଯୋଗଦେଇଥିଲେ ।

ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ଖର୍ଚ୍ଚ ହେବ ୨ ହଜାର କୋଟି । ପ୍ରତି ଗାଁକୁ କରାଯିବ ପ୍ରସ୍ତୁତ, ବିପର୍ଯ୍ୟୟ ପ୍ରଶମନ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୂଚନା । ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ମିଶନ ଜିରୋ କାଜୁଆଲଟିରେ କାମ କରୁଛି ରାଜ୍ୟ ।

ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା । ସବୁ ଗାଁରେ ୧୦ ଜଣଙ୍କୁ ରେଡକ୍ରସ ପକ୍ଷରୁ ଟ୍ରେନିଂ ଦିଆଯିବ । ସବୁ ପଂଚାୟତ ଗୁଡିକରେ ଲାଗିବ ଅଟୋମେଟେଡ ୱେଦର ଓ ରେନ୍ ଗଜ ଷ୍ଟେସନ । ୩ହଜାର ପଂଚାୟତ ପାଇଁ ବିଶ୍ୱ ବ୍ୟାଙ୍କ ଆର୍ଥିକ ସହାୟତା ଯୋଗାଇବ । ଏହା ସହ ସବୁ ସରକାରୀ ଅଧିକାରୀ ବିପର୍ଯ୍ୟୟ ମୁକାବିଲା ତାଲିମ ନେବେ । ସେହିଭଳି ବିପର୍ଯ୍ୟୟ ନେଇ ମୁକାବିଲାରେ ଗତ ୧୦ ବର୍ଷରେ ଅନେକ ପରିବର୍ତନ ଆସିଛି । ରାଜ୍ୟରେ ପ୍ରାୟ ୨୦ଟି ଓଡିଆରଏଫ ଟିମ୍ ଥିବା ବେଳେ ଏବେ ସବୁ ଜିଲ୍ଲାରେ ଓଡିଆରଏଏଫ ଟିମ୍ ରହିବାର ବ୍ୟବସ୍ଥା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର