ମନୋରଞ୍ଜନ
ଓଡ଼ିଶା
ପ୍ରଚଣ୍ଡ ତାତିରେ ସିଝୁଛି ଓଡ଼ିଶା: ଦିନ ସାଢେ ୧୧ ସୁଦ୍ଧା ୪୦ ଡିଗ୍ରୀ ଉପରେ ୨ ସହରର ତାପମାତ୍ରା
ଭୁବନେଶ୍ୱର: ରାଜ୍ୟବ୍ୟାପୀ ପ୍ରଚଣ୍ଡ ତାତି ପାଇଁ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ପୂରା ଓଡ଼ିଶା ତତଲା କଡ଼େଇରେ ଭାଜିହେଉଥିବା ବେଳେ ଆଜି ବି ପ୍ରଚଣ୍ଡ ତାତିରେ ସିଝୁଛି ସାରା ଓଡ଼ିଶା। ଗୋଟେପଟେ ବାତ୍ୟା, ଏପଟେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି। ଆଜି ଦିନ ୧୧.୩୦ ସୁଦ୍ଧା ୨ ସହରର ତାପମାତ୍ରା ୪୦ ପାର୍। ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ […]
ଭୁବନେଶ୍ୱର: ରାଜ୍ୟବ୍ୟାପୀ ପ୍ରଚଣ୍ଡ ତାତି ପାଇଁ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ପୂରା ଓଡ଼ିଶା ତତଲା କଡ଼େଇରେ ଭାଜିହେଉଥିବା ବେଳେ ଆଜି ବି ପ୍ରଚଣ୍ଡ ତାତିରେ ସିଝୁଛି ସାରା ଓଡ଼ିଶା। ଗୋଟେପଟେ ବାତ୍ୟା, ଏପଟେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି। ଆଜି ଦିନ ୧୧.୩୦ ସୁଦ୍ଧା ୨ ସହରର ତାପମାତ୍ରା ୪୦ ପାର୍। ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ ୩୯, କେନ୍ଦୁଝରରେ ୩୬.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬, ଭୁବନେଶ୍ୱରରେ ୩୫.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ବାଲେଶ୍ୱରରେ ୩୪.୪,ଗୋପାଳପୁରରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୩, ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ— Meteorological Centre, Bhubaneswar (@mcbbsr) May 11, 2023
ପ୍ରଚଣ୍ଡ ତାତିରେ ସିଝୁଛି ଓଡ଼ିଶା: ଦିନ ସାଢେ ୧୧ ସୁଦ୍ଧା ୪୦ ଡିଗ୍ରୀ ଉପରେ ୨ ସହରର ତାପମାତ୍ରା
ଭୁବନେଶ୍ୱର: ରାଜ୍ୟବ୍ୟାପୀ ପ୍ରଚଣ୍ଡ ତାତି ପାଇଁ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ପୂରା ଓଡ଼ିଶା ତତଲା କଡ଼େଇରେ ଭାଜିହେଉଥିବା ବେଳେ ଆଜି ବି ପ୍ରଚଣ୍ଡ ତାତିରେ ସିଝୁଛି ସାରା ଓଡ଼ିଶା। ଗୋଟେପଟେ ବାତ୍ୟା, ଏପଟେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି। ଆଜି ଦିନ ୧୧.୩୦ ସୁଦ୍ଧା ୨ ସହରର ତାପମାତ୍ରା ୪୦ ପାର୍। ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ ୩୯, କେନ୍ଦୁଝରରେ ୩୬.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬, ଭୁବନେଶ୍ୱରରେ ୩୫.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ବାଲେଶ୍ୱରରେ ୩୪.୪,ଗୋପାଳପୁରରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୩, ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
— Meteorological Centre, Bhubaneswar (@mcbbsr) May 11, 2023