ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡ଼ିତା, ଏମ୍‌ସରୁ ବିମାନବନ୍ଦର ଯାଏଁ ହେଲା ଗ୍ରୀନ କରିଡର

The Sakala Picture
Published On

ଭୁବନେଶ୍ବର : ଭୁବନେଶ୍ବର : ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ବଳଙ୍ଗା ଥାନା ଅଞ୍ଚଳର ୧୫ବର୍ଷୀୟା ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ବର ଏମ୍‌ସରୁ ପୀଡ଼ିତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଦିଲ୍ଳୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଭୁବନେଶ୍ୱର ଏମ୍‌ସରୁ ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ବିମାନ ବନ୍ଦରକୁ ନିଆଯିବା ପରେ ଏହାର ଆମ୍ବୂଲାନ୍ସ ଯୋଗେ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ପୀଡ଼ିତାଙ୍କୁ ସ୍ଥାନାନ୍ତର ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଥିଲା। ଭୁବନେଶ୍ବର […]

ଭୁବନେଶ୍ବର : ଭୁବନେଶ୍ବର : ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ବଳଙ୍ଗା ଥାନା ଅଞ୍ଚଳର ୧୫ବର୍ଷୀୟା ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ବର ଏମ୍‌ସରୁ ପୀଡ଼ିତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଦିଲ୍ଳୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଭୁବନେଶ୍ୱର ଏମ୍‌ସରୁ ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ବିମାନ ବନ୍ଦରକୁ ନିଆଯିବା ପରେ ଏହାର ଆମ୍ବୂଲାନ୍ସ ଯୋଗେ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ପୀଡ଼ିତାଙ୍କୁ ସ୍ଥାନାନ୍ତର ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଥିଲା। ଭୁବନେଶ୍ବର ଏମ୍‌ସରୁ  ବିଜୁ ପଟ୍ଟନାୟକ ବିମାନବନ୍ଦର ପର୍ଯ୍ୟନ୍ତ ପୁଲିସ ପକ୍ଷରୁ ଗ୍ରୀନ କରିଡର କରାଯାଇଥିଲା।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ସେପଟେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀ ପଠାଇବାକୁ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ଏମସରେ ସ୍ଵତନ୍ତ୍ର ଟିମ୍ ଚିକତ୍ସା କରିବେ ଓ ସେଠାରୁ ଏକ ଟିମ୍ ଆସି ପୀଡ଼ିତାଙ୍କ ସହିତ ରହିବେ। ପୀଡ଼ିତାଙ୍କ ଶରୀରର ୭୦ରୁ ୭୫ ପ୍ରତିଶତ ପୋଡିଯାଇଛି। ଡାକ୍ତରୀ ଟିମ୍ ଓ ପୀଡ଼ିତାଙ୍କ ପରିବାର ସହ ଆଲୋଚନା ପରେ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର