୧୦ ମାସରେ ୬ହଜାର ୫୬୯ କୋଟି ଟଙ୍କାର ମଦ ପିଇଛନ୍ତି ରାଜ୍ୟବାସୀ: ଅବକାରୀ ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ବଢ଼ି ଚାଲିଛି ମଦ ବିକ୍ରି । ନିଶା କବଳରେ ଏବେ ସାରା ଓଡ଼ିଶା । ୧୦ ମାସରେ ପିଇଦେଲେ ୬୫୬୯ କୋଟି ଟଙ୍କାର ମଦ । ଗୃହରେ ଏମିତି କିଛି ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦ ମାସରେ ୬ହଜାର ୫୬୯ କୋଟି ଟଙ୍କାର ମଦ ପିଇଛନ୍ତି ରାଜ୍ୟବାସୀ । ୨୦୨୩-୨୪ରେ ମଦ ବିକ୍ରିରୁ ୭ ହଜାର ୨୧୬ କୋଟି ରାଜସ୍ୱ ଆଦାୟ ହୋଇଥିଲା । ୨୦୨୪-୨୫ ରେ ୮ ହଜାର ୧୯୫ କୋଟିର ରାଜସ୍ୱ ଆଦାୟ ହୋଇଛି ବୋଲି ଗୃହରେ କହିଛନ୍ତି ଅବକାରୀ ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର