ନଭେମ୍ବର ୨୬ରେ ହେବ ଓଡ଼ିଶା ପୁଲିସ ଏସଆଇ ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ଵର: ନଭେମ୍ବର ୨୬ରେ ହେବ ଓଡ଼ିଶା ପୁଲିସ ଏସଆଇ ପରୀକ୍ଷା । ଏନେଇ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ପ୍ରେସ ମଧ୍ୟମରେ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନଭେମ୍ବର ୨୬ରେ ପରୀକ୍ଷା କରାଯିବାକୁ ଆପାତତଃ ସ୍ଥିର ସୂଚନା ମିଳିଛି । ରାଜ୍ୟର ସମସ୍ତ ଜିଲ୍ଲାରେ OMR ପ୍ରଣାଳୀରେ ପରୀକ୍ଷା କରାଯିବ । ତେବେ ପରୀକ୍ଷା ସମ୍ପନ୍ଧୀୟ ସମସ୍ତ ତଥ୍ୟ ଇ-ମେଲ୍ ସାହାଯ୍ୟରେ ସମସ୍ତ ପରୀକ୍ଷାର୍ଥୀଙ୍କୁ ଜଣାଇ ଦିଆଯିବ ବୋଲି କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

26 Oct 2023 By The Sakala

ନଭେମ୍ବର ୨୬ରେ ହେବ ଓଡ଼ିଶା ପୁଲିସ ଏସଆଇ ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର: ନଭେମ୍ବର ୨୬ରେ ହେବ ଓଡ଼ିଶା ପୁଲିସ ଏସଆଇ ପରୀକ୍ଷା । ଏନେଇ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ପ୍ରେସ ମଧ୍ୟମରେ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନଭେମ୍ବର ୨୬ରେ ପରୀକ୍ଷା କରାଯିବାକୁ ଆପାତତଃ ସ୍ଥିର ସୂଚନା ମିଳିଛି । ରାଜ୍ୟର ସମସ୍ତ ଜିଲ୍ଲାରେ OMR ପ୍ରଣାଳୀରେ ପରୀକ୍ଷା କରାଯିବ । ତେବେ ପରୀକ୍ଷା ସମ୍ପନ୍ଧୀୟ ସମସ୍ତ ତଥ୍ୟ ଇ-ମେଲ୍ ସାହାଯ୍ୟରେ ସମସ୍ତ ପରୀକ୍ଷାର୍ଥୀଙ୍କୁ ଜଣାଇ ଦିଆଯିବ ବୋଲି କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର