ଯକ୍ଷ୍ମା ରୋଗ ନିରାକରଣରେ ସାରା ଦେଶରେ ଦ୍ବିତୀୟ ସ୍ଥାନରେ ଓଡିଶା

The Sakala Picture
Published On

ଭୁବନେଶ୍ୱର: ଯକ୍ଷ୍ମା ରୋଗ ନିରାକରଣରେ ଓଡ଼ିଶାକୁ ବଡ଼ ସଫଳତା । ଯକ୍ଷ୍ମା ରୋଗ ନିରାକରଣରେ ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଛି । ଏନେଇ ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି । କିଛିଦିନ ତଳେ ଟିବି ଦିବସରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ ଓଡ଼ିଶା ଟିବି ଭଳି ମାରାତ୍ମକ ସଂକ୍ରମଣ ରୋଗକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛି । ଲଗାତାର କିଛି ବର୍ଷ ହେବ ଯକ୍ଷ୍ମା ନିୟନ୍ତ୍ରଣରେ ସମଗ୍ର ଦେଶରେ […]

ଭୁବନେଶ୍ୱର: ଯକ୍ଷ୍ମା ରୋଗ ନିରାକରଣରେ ଓଡ଼ିଶାକୁ ବଡ଼ ସଫଳତା । ଯକ୍ଷ୍ମା ରୋଗ ନିରାକରଣରେ ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଛି । ଏନେଇ ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ଭଦ୍ରକ-ହରିଦାସପୁର ଏବଂ କଟକ-ପାରାଦୀପ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ

କିଛିଦିନ ତଳେ ଟିବି ଦିବସରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ ଓଡ଼ିଶା ଟିବି ଭଳି ମାରାତ୍ମକ ସଂକ୍ରମଣ ରୋଗକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛି । ଲଗାତାର କିଛି ବର୍ଷ ହେବ ଯକ୍ଷ୍ମା ନିୟନ୍ତ୍ରଣରେ ସମଗ୍ର ଦେଶରେ ଓଡ଼ିଶା ସଫଳତା ହାସଲ କରି ଚାଲିଛି । ପୂର୍ବରୁ ମଧ୍ୟ ଓଡ଼ିଶା ଦ୍ବିତୀୟ ଓ ତୃତୀରେ ରହିଥିଲା । ୨୦୨୫ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ କରିବାକୁ ରାଜ୍ୟ ସରକାର ଦୃଢ ପଦକ୍ଷେପ ନେଉଛନ୍ତି ।

ଆହୁରି ପଢ଼ନ୍ତୁ: 'ହିଂସାକାଣ୍ଡ ଯୋଗୁଁ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଅଟୋ ଚାଳକ ଭରଣା କରିବେ, ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ'

25 Mar 2023 By The Sakala

ଯକ୍ଷ୍ମା ରୋଗ ନିରାକରଣରେ ସାରା ଦେଶରେ ଦ୍ବିତୀୟ ସ୍ଥାନରେ ଓଡିଶା

ଭୁବନେଶ୍ୱର: ଯକ୍ଷ୍ମା ରୋଗ ନିରାକରଣରେ ଓଡ଼ିଶାକୁ ବଡ଼ ସଫଳତା । ଯକ୍ଷ୍ମା ରୋଗ ନିରାକରଣରେ ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଛି । ଏନେଇ ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ।

କିଛିଦିନ ତଳେ ଟିବି ଦିବସରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ ଓଡ଼ିଶା ଟିବି ଭଳି ମାରାତ୍ମକ ସଂକ୍ରମଣ ରୋଗକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛି । ଲଗାତାର କିଛି ବର୍ଷ ହେବ ଯକ୍ଷ୍ମା ନିୟନ୍ତ୍ରଣରେ ସମଗ୍ର ଦେଶରେ ଓଡ଼ିଶା ସଫଳତା ହାସଲ କରି ଚାଲିଛି । ପୂର୍ବରୁ ମଧ୍ୟ ଓଡ଼ିଶା ଦ୍ବିତୀୟ ଓ ତୃତୀରେ ରହିଥିଲା । ୨୦୨୫ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ କରିବାକୁ ରାଜ୍ୟ ସରକାର ଦୃଢ ପଦକ୍ଷେପ ନେଉଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର