ରାଜ୍ଯରେ କରୋନା ନେଲା ଆଉ ୫୭ ଜଣଙ୍କ ଜୀବନ
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to Covid-19, after […]
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 32 years old Male of Angul District.
ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ2.A 30 years old Male of Angul District.
3.A 34 years old Male of Angul District.
4.A 39 years old Male of Balasore District.
— H & FW Dept Odisha (@HFWOdisha) July 8, 2021
ରାଜ୍ଯରେ କରୋନା ନେଲା ଆଉ ୫୭ ଜଣଙ୍କ ଜୀବନ
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 32 years old Male of Angul District.
2.A 30 years old Male of Angul District.