କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୫୮ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ଼ ଓ ପୁରୀ […]

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଐଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ରାଜ୍ୟର ଡିଜିଟାଲ ଓ ମୋବାଇଲ ସଂଯୋଗର ସାନ୍ଦ୍ରତା ନେଇ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ମାନସ ମଙ୍ଗରାଜ

10 Jul 2021 By The Sakala

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୫୮ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଐଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର