କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୧ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to […]
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି1.A 61 years old Male of Baragarh District.
2.A 42 years old Female of Baragarh District who was also suffering from Hypertension.
— H & FW Dept Odisha (@HFWOdisha) July 9, 2021
ଖୋର୍ଦ୍ଧା ଜିଳ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୫ ହଜାର ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୪୨୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୪୭୬ ଜଣଙ୍କର ମୃତ୍ୟୁ ହୋଇଛି ।
କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୧ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 61 years old Male of Baragarh District.