ଡହ ଡହ ଖରାରେ ସିଝୁଛି ସାରା ଓଡିଶା, ଦିନ ସାଢ଼େ ୧୧ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ

The Sakala Picture
Published On

ଭୁବନେଶ୍ୱର: ତାତିରେ ଅସ୍ତବ୍ୟସ୍ତ ଜନଜୀବନ । ତତଲା କଢ଼େଇରେ ଭାଜି ହେଉଛି ଓଡ଼ିଶା । ସାରା ରାଜ୍ୟରେ ଅସହ୍ୟ ଖରା ସହ ଗରମ ଅନୁଭୂତ ହେଉଛି । ତେବେ ରାଜ୍ୟରେ ଏବେ ସବୁଠାରୁ ତତଲା ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର । ଗତକାଲି ଭୁବନେଶ୍ୱରେ ୪୦.୮ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ଗତକାଲି ଭୁବନେଶ୍ୱରରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଥିଲା । ତେବେ ଗତକାଲିର ଏହି ରେକର୍ଡ ଆଜି ଭାଙ୍ଗିବ ଭୁବନେଶ୍ୱର । […]

ଭୁବନେଶ୍ୱର: ତାତିରେ ଅସ୍ତବ୍ୟସ୍ତ ଜନଜୀବନ । ତତଲା କଢ଼େଇରେ ଭାଜି ହେଉଛି ଓଡ଼ିଶା । ସାରା ରାଜ୍ୟରେ ଅସହ୍ୟ ଖରା ସହ ଗରମ ଅନୁଭୂତ ହେଉଛି । ତେବେ ରାଜ୍ୟରେ ଏବେ ସବୁଠାରୁ ତତଲା ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର । ଗତକାଲି ଭୁବନେଶ୍ୱରେ ୪୦.୮ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ଗତକାଲି ଭୁବନେଶ୍ୱରରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଥିଲା । ତେବେ ଗତକାଲିର ଏହି ରେକର୍ଡ ଆଜି ଭାଙ୍ଗିବ ଭୁବନେଶ୍ୱର । କାରଣ ଆଜି ଦିନ ସାଢ଼େ ୧୧ ସୁଦ୍ଧା ରାଜଧାନୀର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱରର ତାପମାତ୍ର ୪୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ଓ ଚାନ୍ଦବାଲିରେ ୩୭.୮ ଡିଗ୍ରୀ, ବାଲେଶ୍ୱର ୩୭.୨ ଡିଗ୍ରୀ, ସମ୍ବଲପୁରରେ ୩୭ ଡିଗ୍ରୀ, କେନ୍ଦୁଝରରେ ୩୬.୮ ଡିଗ୍ରୀ, ହୀରାକୁଦରେ ୩୬.୬ ଡିଗ୍ରୀ, ପୁରୀରେ ୩୨.୪ ଡିଗ୍ରୀ, ପାରାଦ୍ୱୀପରେ ୩୧.୮ ଡିଗ୍ରୀ ଓ ଗୋପାଳପୁରରେ ୩୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

23 Apr 2022 By The Sakala

ଡହ ଡହ ଖରାରେ ସିଝୁଛି ସାରା ଓଡିଶା, ଦିନ ସାଢ଼େ ୧୧ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ୱର: ତାତିରେ ଅସ୍ତବ୍ୟସ୍ତ ଜନଜୀବନ । ତତଲା କଢ଼େଇରେ ଭାଜି ହେଉଛି ଓଡ଼ିଶା । ସାରା ରାଜ୍ୟରେ ଅସହ୍ୟ ଖରା ସହ ଗରମ ଅନୁଭୂତ ହେଉଛି । ତେବେ ରାଜ୍ୟରେ ଏବେ ସବୁଠାରୁ ତତଲା ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର । ଗତକାଲି ଭୁବନେଶ୍ୱରେ ୪୦.୮ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ଗତକାଲି ଭୁବନେଶ୍ୱରରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଥିଲା । ତେବେ ଗତକାଲିର ଏହି ରେକର୍ଡ ଆଜି ଭାଙ୍ଗିବ ଭୁବନେଶ୍ୱର । କାରଣ ଆଜି ଦିନ ସାଢ଼େ ୧୧ ସୁଦ୍ଧା ରାଜଧାନୀର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ୱରର ତାପମାତ୍ର ୪୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ଓ ଚାନ୍ଦବାଲିରେ ୩୭.୮ ଡିଗ୍ରୀ, ବାଲେଶ୍ୱର ୩୭.୨ ଡିଗ୍ରୀ, ସମ୍ବଲପୁରରେ ୩୭ ଡିଗ୍ରୀ, କେନ୍ଦୁଝରରେ ୩୬.୮ ଡିଗ୍ରୀ, ହୀରାକୁଦରେ ୩୬.୬ ଡିଗ୍ରୀ, ପୁରୀରେ ୩୨.୪ ଡିଗ୍ରୀ, ପାରାଦ୍ୱୀପରେ ୩୧.୮ ଡିଗ୍ରୀ ଓ ଗୋପାଳପୁରରେ ୩୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର