ସ୍ଥଳ ଭାଗ ମୁହାଁ ଲଘୁଚାପ

The Sakala Picture
Published On

ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି । 24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ […]

ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି । 24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିମି (୧୮ ପ୍ରତିଶତ କମ ) ବର୍ଷା ରେକର୍ଡ ଏହି ସମୟ ପରିଧିରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର