୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା- ମନ୍ତ୍ରୀ ପ୍ରତାପ ଜେନା

The Sakala Picture
Published On

ଭୁବନେଶ୍ବର: ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନ ବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ, ରାଜ୍ୟରେ ଆଉ ବସ୍ତି ରହିବ ନାହିଁ । ବସ୍ତି ବାସିନ୍ଦାଙ୍କ ନିକଟରେ ସରକାର ସମସ୍ତ ବ୍ୟବସ୍ଥା ପହଞ୍ଚାଇବେ ବୋଲି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବିଜୁଳି, ସଡ଼କ, ଶିକ୍ଷା, ସ୍ୱାସ୍ଥ୍ୟ, […]

ଭୁବନେଶ୍ବର: ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନ ବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ, ରାଜ୍ୟରେ ଆଉ ବସ୍ତି ରହିବ ନାହିଁ । ବସ୍ତି ବାସିନ୍ଦାଙ୍କ ନିକଟରେ ସରକାର ସମସ୍ତ ବ୍ୟବସ୍ଥା ପହଞ୍ଚାଇବେ ବୋଲି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବିଜୁଳି, ସଡ଼କ, ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ପରିମଳ ଉପରେ ଗୁରୁତ୍ୱ  ଦିଆଯିବ । ରାଜ୍ୟର ସମସ୍ତ ପୌରାଞ୍ଚଳକୁ ମିଳୁଥିବା ବ୍ୟୟ ବରାଦର ୨୫ ପ୍ରତିଶତ ବସ୍ତି ଅଞ୍ଚଳରେ ଖର୍ଚ୍ଚ କରାଯିବ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟର ଡିଜିଟାଲ ଓ ମୋବାଇଲ ସଂଯୋଗର ସାନ୍ଦ୍ରତା ନେଇ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ମାନସ ମଙ୍ଗରାଜ

25 Jun 2021 By The Sakala

୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା- ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ବର: ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନ ବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ, ରାଜ୍ୟରେ ଆଉ ବସ୍ତି ରହିବ ନାହିଁ । ବସ୍ତି ବାସିନ୍ଦାଙ୍କ ନିକଟରେ ସରକାର ସମସ୍ତ ବ୍ୟବସ୍ଥା ପହଞ୍ଚାଇବେ ବୋଲି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବିଜୁଳି, ସଡ଼କ, ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ପରିମଳ ଉପରେ ଗୁରୁତ୍ୱ  ଦିଆଯିବ । ରାଜ୍ୟର ସମସ୍ତ ପୌରାଞ୍ଚଳକୁ ମିଳୁଥିବା ବ୍ୟୟ ବରାଦର ୨୫ ପ୍ରତିଶତ ବସ୍ତି ଅଞ୍ଚଳରେ ଖର୍ଚ୍ଚ କରାଯିବ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର