ନନ୍ଦନକାନନରେ ନୂଆ ଅତିଥି, ୭ରେ ପହଞ୍ଚିଲା ଗୟଳଙ୍କ ସଂଖ୍ୟା…..

The Sakala Picture
Published On

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି। […]

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି। ଗାଈ ପ୍ରଜାତି ମଧ୍ୟରେ ଗୟଳ ହେଉଛି ସର୍ବବୃହତ । ଏହାର ମାଂସପେଶୀର ଗଠନ, ଉତ୍ତଳ କପାଳଧାର ଏବଂ ଗୋଡ଼ରେ ହାଲୁକା ରଙ୍ଗ ଯୋଗୁ ସେ ଗୟଳ ଭାବେ ବେଶ୍‌ ପରିଚିତ। ଜଙ୍ଗଲ ପରିସଂସ୍ଥାକୁ ବଜାୟ ରଖିବାରେ ତୃଣଭୋଜି ପ୍ରାଣୀ ଗୟଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

10 Jul 2025 By The Sakala

ନନ୍ଦନକାନନରେ ନୂଆ ଅତିଥି, ୭ରେ ପହଞ୍ଚିଲା ଗୟଳଙ୍କ ସଂଖ୍ୟା…..

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି। ଗାଈ ପ୍ରଜାତି ମଧ୍ୟରେ ଗୟଳ ହେଉଛି ସର୍ବବୃହତ । ଏହାର ମାଂସପେଶୀର ଗଠନ, ଉତ୍ତଳ କପାଳଧାର ଏବଂ ଗୋଡ଼ରେ ହାଲୁକା ରଙ୍ଗ ଯୋଗୁ ସେ ଗୟଳ ଭାବେ ବେଶ୍‌ ପରିଚିତ। ଜଙ୍ଗଲ ପରିସଂସ୍ଥାକୁ ବଜାୟ ରଖିବାରେ ତୃଣଭୋଜି ପ୍ରାଣୀ ଗୟଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର