ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ହେଲେ ଜଷ୍ଟିସ ଶତ୍ରୁଘନ ପୂଜାହାରୀ

ଭୁବନେଶ୍ବର: ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଓ ସଦସ୍ୟ ପଦରେ ନିଯୁକ୍ତି ଦିଆଯାଇଛି। ଓଡ଼ିଶା ମାନବାଧିକାର କମିଶନର ନୂଅ ଅଧ୍ୟକ୍ଷ ଭାବେ ଜଷ୍ଟିସ ଶତ୍ରୁଘନ ପୂଜାହାରୀଙ୍କୁ ଆଜି ନିଯୁକ୍ତି ଦିଆଯାଇଛି। ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଶତ୍ରୁଘନ ପୂଜାହାରୀଙ୍କୁ ଓଡ଼ିଶା ମାବବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଅସୀମ ଅମିତାଭ ଦାସଙ୍କୁ ଓଡ଼ିଶା ମାନବାଧିକାର କମିଶନର ସଦସ୍ୟ ଭାବେ ନିଯୁକ୍ତି ମିଳିଛି।

About The Author: The Sakala