ତେଲ ଦରରେ ଲାଗୁନି ଲଗାମ୍ : ଭୁବନେଶ୍ୱରରେ ପେଟ୍ରୋଲ ୧୦୮.୯୦, ମାଲକାନଗିରିରେ ୧୧୪.୪୮ ଟଙ୍କା

The Sakala Picture
Published On

ଭୁବନେଶ୍ବର : ପେଟ୍ରୋଲ-ଡିଜେଲ୍ ଦାମ୍ ଆକାଶଛୁଆଁ ହେବାରେ ଲାଗିଛି। ଲଗାତର ତେଲ ଦାମ୍ ବଢିବା ଫଳରେ ସାଧାରଣ ନାଗରିକ ଚିନ୍ତାରେ ପଡିଯାଉଛନ୍ତି ।ଆଜି ପେଟ୍ରୋଲ ଲିଟର ପିଛା ୩୬ ପଇସା ଓ ଡିଜେଲ ଲିଟର ପିଛା ୩୮ ପଇସା ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୧୦୮ଟଙ୍କା ୯୦ପଇସା ଓ ଡିଜେଲ ଲିଟର ପିଛା ୧୦୫ ଟଙ୍କା ୪୭ ପଇସାରେ ପହଞ୍ଚିଛି । ରାଜ୍ୟରେ ମାଲକାନଗିରିରେ ପେଟ୍ରୋଲ ଦର ୧୧୪.୪୮ ଟଙ୍କାରେ ପହଁଚିଛି। […]

ଭୁବନେଶ୍ବର : ପେଟ୍ରୋଲ-ଡିଜେଲ୍ ଦାମ୍ ଆକାଶଛୁଆଁ ହେବାରେ ଲାଗିଛି। ଲଗାତର ତେଲ ଦାମ୍ ବଢିବା ଫଳରେ ସାଧାରଣ ନାଗରିକ ଚିନ୍ତାରେ ପଡିଯାଉଛନ୍ତି ।ଆଜି ପେଟ୍ରୋଲ ଲିଟର ପିଛା ୩୬ ପଇସା ଓ ଡିଜେଲ ଲିଟର ପିଛା ୩୮ ପଇସା ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୧୦୮ଟଙ୍କା ୯୦ପଇସା ଓ ଡିଜେଲ ଲିଟର ପିଛା ୧୦୫ ଟଙ୍କା ୪୭ ପଇସାରେ ପହଞ୍ଚିଛି । ରାଜ୍ୟରେ ମାଲକାନଗିରିରେ ପେଟ୍ରୋଲ ଦର ୧୧୪.୪୮ ଟଙ୍କାରେ ପହଁଚିଛି।

ଆହୁରି ପଢ଼ନ୍ତୁ: ରାଜନଗର ଚାଷୀ ମୃତ୍ୟୁ ଘଟଣା: ତହସିଲଦାରଙ୍କ ଗୋଡ ତଳେ ପଡି ନ୍ୟାୟ ମାଗିଲେ ମୃତ ଚାଷୀଙ୍କ ପତ୍ନୀ

ଅନ୍ୟପଟେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୭.୫୯ ପଇସା ଓ ଡିଜେଲ ଦର ୯୬.୩୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୩ ଟଙ୍କା ୪୬ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୪ ଟଙ୍କା ୩୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୮ ଟଙ୍କା ୧୧ ପଇସା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୪୩ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୪ ଟଙ୍କା ୫୨ ପଇସା ଥିବା ବେଳେ ଡିଜେଲ ଦାମ ୧୦୦ ଟଙ୍କା ୫୯ ପଇସା ରହିଛି।

ଆହୁରି ପଢ଼ନ୍ତୁ: ପ୍ରେମିକ ଦେଲା ଧୋକା, ସାହାଯ୍ୟ ନାଁରେ ପୁଣି ଦୁଷ୍କର୍ମ; ୪ ମହଲା ଛାତରୁ ଫିଙ୍ଗି ଯୁବତୀଙ୍କୁ ନୃଶଂସ ହତ୍ୟା

 

ଆହୁରି ପଢ଼ନ୍ତୁ: ଦୋଳ ମେଳଣ: ଓଡ଼ିଶାର ଗଣପର୍ବର ଅନନ୍ୟ ପରମ୍ପରା, ଜାଣନ୍ତୁ କାହିଁକି ଏହା ସ୍ୱତନ୍ତ୍ର?

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp