କରୋନା ପାଇଁ ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା

The Sakala Picture
Published On

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଜୁନ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ହେବାର ଥିଲା। ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ନେଇ ତାରିଖ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ବଢ଼ାଇ ଦିଆଯାଇଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥିପାଇଁ ସେମାନେ ୨୦୨୧ ଜୁଲାଇ ୧୪ […]

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଜୁନ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ହେବାର ଥିଲା। ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ନେଇ ତାରିଖ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ବଢ଼ାଇ ଦିଆଯାଇଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥିପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିପାରିବେ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର