ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଦିନ ୧୧ ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀମାନେ ୱେବ୍ ସାଇଟ୍ ରୁ ନିଜ ରେଜଲ୍ଟ ପାଇ ପାରିବେ। www.ojee.nic.in ରେ ଉପଲବ୍ଧ ହେବ ରେଜଲ୍ଟ। ଚଳିତ ବର୍ଷ ମେ’ ୮ ରୁ ୧୨ ତାରିଖ ହୋଇଥିଲା ପରୀକ୍ଷା। ୫୫ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ରାଜ୍ୟରେ ୪୪ ଟି କେନ୍ଦ୍ର […]

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଦିନ ୧୧ ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀମାନେ ୱେବ୍ ସାଇଟ୍ ରୁ ନିଜ ରେଜଲ୍ଟ ପାଇ ପାରିବେ। www.ojee.nic.in ରେ ଉପଲବ୍ଧ ହେବ ରେଜଲ୍ଟ। ଚଳିତ ବର୍ଷ ମେ’ ୮ ରୁ ୧୨ ତାରିଖ ହୋଇଥିଲା ପରୀକ୍ଷା। ୫୫ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ରାଜ୍ୟରେ ୪୪ ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ ଟି କେନ୍ଦ୍ର କରାଯାଇଥିଲା। ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଦେବାକୁ ପଡେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ୍ ମୋଡରେ ହୋଇଥିଲା ପରୀକ୍ଷା।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର