ହାତୀ ଆକ୍ରମଣରେ ବୃଦ୍ଧ ମୃତ

The Sakala Picture
Published On

କଳାହାଣ୍ଡି: ଶୌଚ ହେବାପାଇଁ ଯାଇଥିବା ସମୟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ଲାଞ୍ଜିଗଡ଼ ଥାନା ନିୟମଗିରି ପାହାଡର ପାଦ ଦେଶର ଥିବା ଡେଙ୍ଗସରଗି ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତକ ହେଲେ ରାଇ ମାଝୀ । ସୂଚନା ଅନୁସାରେ ଆଜି ସକାଳ ସମୟରେ ଗାଁ ମୁଣ୍ଡରେ ଥିବା ପାଣି ଟାଙ୍କି ନିକଟକୁ ଶୌଚ ପାଇଁ ଯାଇଥିବା ବେଳେ ବୃଦ୍ଧ ଜଣକ ହାତୀ ହାବୁଡରେ ପଡିଥିଲେ। ଫଳରେ ଘଟଣା ସ୍ଥଳରେ ହାତୀ […]

କଳାହାଣ୍ଡି: ଶୌଚ ହେବାପାଇଁ ଯାଇଥିବା ସମୟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ଲାଞ୍ଜିଗଡ଼ ଥାନା ନିୟମଗିରି ପାହାଡର ପାଦ ଦେଶର ଥିବା ଡେଙ୍ଗସରଗି ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତକ ହେଲେ ରାଇ ମାଝୀ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବେତନଟୀ ଆର ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ଠିକଣାରେ ଚଢ଼ାଉ

ସୂଚନା ଅନୁସାରେ ଆଜି ସକାଳ ସମୟରେ ଗାଁ ମୁଣ୍ଡରେ ଥିବା ପାଣି ଟାଙ୍କି ନିକଟକୁ ଶୌଚ ପାଇଁ ଯାଇଥିବା ବେଳେ ବୃଦ୍ଧ ଜଣକ ହାତୀ ହାବୁଡରେ ପଡିଥିଲେ। ଫଳରେ ଘଟଣା ସ୍ଥଳରେ ହାତୀ ଆକ୍ରମଣରେ ରାଇଙ୍କ ମୃତ୍ୟୁ ଘଟିଛି । ପୋଲିସ ଓ ବନବିଭାଗ ଘଟଣାର ତଦନ୍ତ କରୁଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେତନଟୀ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର