ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ, ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିଥିବା ନେଇ ହୋଇଥିଲା ଅଭିଯୋଗ

The Sakala Picture
Published On

ଭୁବନେଶ୍ୱର: ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ । ଖାରବେଳନଗର ଥାନାରେ ହାଜର ହେଲେ ଟୁଟୁ ନାୟକ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ଅଭିଯୋଗରେ ଥାନାକୁ ଆଣିଲା ଖାରବେଳନଗର ଥାନା ପୋଲିସ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ନେଇ ଶୁକ୍ରବାର ଖାରବେଳନଗର ଥାନାରେ ଦେଇଥିବା ଏତଲା ପରେ ଥାନାରେ ହାଜର ହୋଇଛନ୍ତି । ଅନ୍ୟପଟେ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ ଏବଂ ଘଟଣା ସମ୍ପର୍କରେ […]

ଭୁବନେଶ୍ୱର: ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ । ଖାରବେଳନଗର ଥାନାରେ ହାଜର ହେଲେ ଟୁଟୁ ନାୟକ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ଅଭିଯୋଗରେ ଥାନାକୁ ଆଣିଲା ଖାରବେଳନଗର ଥାନା ପୋଲିସ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ନେଇ ଶୁକ୍ରବାର ଖାରବେଳନଗର ଥାନାରେ ଦେଇଥିବା ଏତଲା ପରେ ଥାନାରେ ହାଜର ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମାଷ୍ଟର କ୍ୟାଣ୍ଟିନ୍ ଛକରେ ବ୍ୟାପକ ହିଂସାକାଣ୍ଡ ଘଟଣା: କ୍ଷମା ମାଗିଲେ ଅନ୍‌ଲାଇନ୍ ଅଟୋ ସଂଘ ସଭାପତି

ଅନ୍ୟପଟେ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ ଏବଂ ଘଟଣା ସମ୍ପର୍କରେ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ।

ଆହୁରି ପଢ଼ନ୍ତୁ: ସୁଭଦ୍ରା ଯୋଜନାକୁ ନେଇ ବଡ ଅପଡେଟ୍: ୨୭ ଅଗଷ୍ଟ ନୁହେଁ, ୨୮ରେ ମିଳିବ ପଞ୍ଚମ କିସ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର