ଦୀର୍ଘ ୫ ଦିନ ପରେ ତାପଙ୍ଗ ଖଣି ପାଣିରୁ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ, ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ

The Sakala Picture
Published On

ଖୋର୍ଦ୍ଧା: ତାପଙ୍ଗ ଖଣି ପୋଖରୀରେ ବୁଡ଼ି ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ୫ ଦିନ ଖୋଜାଖୋଜି କରିବା ପରେ ଆଜି ସକାଳେ ଖଣି ପାଣିରେ ଭାସିଥିଲା ଓମ୍‌ ପ୍ରକାଶଙ୍କ ମୃତଦେହ । ଓମ୍‌ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ସୋମବାର ରିଲ୍ସ କରିବା ବେଳେ ଗୋଡ଼ ଖସିଯିବାରୁ ଦୁଇ ଜଣ ଯୁବକ ପାଣିରେ ବୁଡି ଯାଇଥିଲେ । ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଓମ ପ୍ରକାଶ […]

ଖୋର୍ଦ୍ଧା: ତାପଙ୍ଗ ଖଣି ପୋଖରୀରେ ବୁଡ଼ି ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ୫ ଦିନ ଖୋଜାଖୋଜି କରିବା ପରେ ଆଜି ସକାଳେ ଖଣି ପାଣିରେ ଭାସିଥିଲା ଓମ୍‌ ପ୍ରକାଶଙ୍କ ମୃତଦେହ । ଓମ୍‌ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ସୋମବାର ରିଲ୍ସ କରିବା ବେଳେ ଗୋଡ଼ ଖସିଯିବାରୁ ଦୁଇ ଜଣ ଯୁବକ ପାଣିରେ ବୁଡି ଯାଇଥିଲେ । ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଓମ ପ୍ରକାଶ ନିଖୋଜ ଥିଲେ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ଅଗ୍ନିଶମ ବିଭାଗ, ଓଡ୍ରାଫ୍‌, ନାଭାଲ ଟିମ୍‌ ଓ ସ୍କୁବା ଡାଇଭର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ଓମଙ୍କୁ ଉଦ୍ଧାର କରାଯାଇ ପାରି ନଥିଲା । ପରେ କ୍ୟାମେରା ଓ ରୋବଟ୍‌ ମଧ୍ୟ ଓମଙ୍କୁ ଖୋଜିବାରେ ବିଫଳ ହୋଇଥିଲା । ଆଜି ୫ ଦିନ ପରେ ଓମଙ୍କ ମୃତହେଦ ମିଳିଛି ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

12 Jul 2024 By The Sakala

ଦୀର୍ଘ ୫ ଦିନ ପରେ ତାପଙ୍ଗ ଖଣି ପାଣିରୁ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ, ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ

ଖୋର୍ଦ୍ଧା: ତାପଙ୍ଗ ଖଣି ପୋଖରୀରେ ବୁଡ଼ି ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ୫ ଦିନ ଖୋଜାଖୋଜି କରିବା ପରେ ଆଜି ସକାଳେ ଖଣି ପାଣିରେ ଭାସିଥିଲା ଓମ୍‌ ପ୍ରକାଶଙ୍କ ମୃତଦେହ । ଓମ୍‌ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ସୋମବାର ରିଲ୍ସ କରିବା ବେଳେ ଗୋଡ଼ ଖସିଯିବାରୁ ଦୁଇ ଜଣ ଯୁବକ ପାଣିରେ ବୁଡି ଯାଇଥିଲେ । ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଓମ ପ୍ରକାଶ ନିଖୋଜ ଥିଲେ ।

ଅଗ୍ନିଶମ ବିଭାଗ, ଓଡ୍ରାଫ୍‌, ନାଭାଲ ଟିମ୍‌ ଓ ସ୍କୁବା ଡାଇଭର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ଓମଙ୍କୁ ଉଦ୍ଧାର କରାଯାଇ ପାରି ନଥିଲା । ପରେ କ୍ୟାମେରା ଓ ରୋବଟ୍‌ ମଧ୍ୟ ଓମଙ୍କୁ ଖୋଜିବାରେ ବିଫଳ ହୋଇଥିଲା । ଆଜି ୫ ଦିନ ପରେ ଓମଙ୍କ ମୃତହେଦ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର