ଆଜିଠୁ ଲିଟର ପିଛା ୪ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ମହଙ୍ଗା ହେଲା ଓମଫେଡ୍‌ କ୍ଷୀର ଦର । ଆଜିଠୁ ଓମଫେଡ୍ କ୍ଷୀର ଉପରେ ବର୍ଦ୍ଧିତ ଦର ଲାଗୁ ହୋଇଛି । ଲିଟର ପିଛା ୪ ଟଙ୍କା ବୃଦ୍ଧି ପାଇଛି ଓମଫେଡ୍ କ୍ଷୀର । ବର୍ଦ୍ଧିତ ମୂଲ୍ୟର ସିଂହ ଭାଗ ଦୁଗ୍ଧଚାଷୀଙ୍କୁ ମିଳିବ ବୋଲି କୁହାଯାଇଛି । ବର୍ଦ୍ଧିତ ୪ ଟଙ୍କାରୁ ଦୁଗ୍ଧଚାଷୀଙ୍କୁ ସିଧାସଳଖ ମିଳିବ ୩ ଟଙ୍କା ୫୦ ପଇସା। ଗୋଖାଦ୍ୟ ସମେତ ଗୋପାଳନ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀର ଦରଦାମ ବୃଦ୍ଧି ଦୃଷ୍ଟିରୁ […]

ଭୁବନେଶ୍ୱର: ଆଜିଠୁ ମହଙ୍ଗା ହେଲା ଓମଫେଡ୍‌ କ୍ଷୀର ଦର । ଆଜିଠୁ ଓମଫେଡ୍ କ୍ଷୀର ଉପରେ ବର୍ଦ୍ଧିତ ଦର ଲାଗୁ ହୋଇଛି । ଲିଟର ପିଛା ୪ ଟଙ୍କା ବୃଦ୍ଧି ପାଇଛି ଓମଫେଡ୍ କ୍ଷୀର । ବର୍ଦ୍ଧିତ ମୂଲ୍ୟର ସିଂହ ଭାଗ ଦୁଗ୍ଧଚାଷୀଙ୍କୁ ମିଳିବ ବୋଲି କୁହାଯାଇଛି । ବର୍ଦ୍ଧିତ ୪ ଟଙ୍କାରୁ ଦୁଗ୍ଧଚାଷୀଙ୍କୁ ସିଧାସଳଖ ମିଳିବ ୩ ଟଙ୍କା ୫୦ ପଇସା। ଗୋଖାଦ୍ୟ ସମେତ ଗୋପାଳନ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀର ଦରଦାମ ବୃଦ୍ଧି ଦୃଷ୍ଟିରୁ କ୍ଷୀର ଦର ବୃଦ୍ଧି କରିବାକୁ ଦୁଗ୍ଧଚାଷୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା । କ୍ଷୀର ଦର ବୃଦ୍ଧି ପରେ ଏଜେଣ୍ଟଙ୍କୁ ମିଳିବ ଲିଟର ପିଛା ଅଧିକ ୨୦ ପଇସା କମିଶନ । ଓମଫେଡ୍ କ୍ଷୀରର ମୂଲ୍ୟ ବୃଦ୍ଧି ପରେ ଆଜିଠାରୁ ବଜାରରେ ଟୋନଡ୍ କ୍ଷୀର ଲିଟର ପିଛା ୪୨ ଟଙ୍କାରୁ ୪୬ ଟଙ୍କା, ଚା’ ସ୍ପେଶାଲ କ୍ଷୀର ଲିଟର ପିଛା ୪୬ ରୁ ୫୦ ଟଙ୍କା, ଗୋଲଡ ଓ ପ୍ରିମିୟମ କ୍ଷୀର ଲିଟର ପିଛା ୪୮ ଟଙ୍କାରୁ ୫୨ ଟଙ୍କାକୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

01 Apr 2023 By The Sakala

ଆଜିଠୁ ଲିଟର ପିଛା ୪ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର

ଭୁବନେଶ୍ୱର: ଆଜିଠୁ ମହଙ୍ଗା ହେଲା ଓମଫେଡ୍‌ କ୍ଷୀର ଦର । ଆଜିଠୁ ଓମଫେଡ୍ କ୍ଷୀର ଉପରେ ବର୍ଦ୍ଧିତ ଦର ଲାଗୁ ହୋଇଛି । ଲିଟର ପିଛା ୪ ଟଙ୍କା ବୃଦ୍ଧି ପାଇଛି ଓମଫେଡ୍ କ୍ଷୀର । ବର୍ଦ୍ଧିତ ମୂଲ୍ୟର ସିଂହ ଭାଗ ଦୁଗ୍ଧଚାଷୀଙ୍କୁ ମିଳିବ ବୋଲି କୁହାଯାଇଛି । ବର୍ଦ୍ଧିତ ୪ ଟଙ୍କାରୁ ଦୁଗ୍ଧଚାଷୀଙ୍କୁ ସିଧାସଳଖ ମିଳିବ ୩ ଟଙ୍କା ୫୦ ପଇସା। ଗୋଖାଦ୍ୟ ସମେତ ଗୋପାଳନ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀର ଦରଦାମ ବୃଦ୍ଧି ଦୃଷ୍ଟିରୁ କ୍ଷୀର ଦର ବୃଦ୍ଧି କରିବାକୁ ଦୁଗ୍ଧଚାଷୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା । କ୍ଷୀର ଦର ବୃଦ୍ଧି ପରେ ଏଜେଣ୍ଟଙ୍କୁ ମିଳିବ ଲିଟର ପିଛା ଅଧିକ ୨୦ ପଇସା କମିଶନ । ଓମଫେଡ୍ କ୍ଷୀରର ମୂଲ୍ୟ ବୃଦ୍ଧି ପରେ ଆଜିଠାରୁ ବଜାରରେ ଟୋନଡ୍ କ୍ଷୀର ଲିଟର ପିଛା ୪୨ ଟଙ୍କାରୁ ୪୬ ଟଙ୍କା, ଚା’ ସ୍ପେଶାଲ କ୍ଷୀର ଲିଟର ପିଛା ୪୬ ରୁ ୫୦ ଟଙ୍କା, ଗୋଲଡ ଓ ପ୍ରିମିୟମ କ୍ଷୀର ଲିଟର ପିଛା ୪୮ ଟଙ୍କାରୁ ୫୨ ଟଙ୍କାକୁ ବୃଦ୍ଧି ପାଇଛି ।

https://www.thesakala.in/latest-odisha-news/omfed-milk-price-increased-by-rs-4-per-litre-from-today/article-20340
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର