ବଢିଲା ଓମଫେଡ୍ କ୍ଷୀର ଦର……

The Sakala Picture
Published On

ଭୁବନେଶ୍ବର: ଓମଫେଡ୍ କ୍ଷୀର ଲିଟର ପ୍ରତି ଦାମ୍ ବୃଦ୍ଧି କରିଛି। ପ୍ରିମିୟମ୍ ଓ ଟୋନ୍ଡ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ପାଇଛି। ସେହିପରି ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ଓମଫେଡ୍ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ବର: ଓମଫେଡ୍ କ୍ଷୀର ଲିଟର ପ୍ରତି ଦାମ୍ ବୃଦ୍ଧି କରିଛି। ପ୍ରିମିୟମ୍ ଓ ଟୋନ୍ଡ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ପାଇଛି। ସେହିପରି ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ଓମଫେଡ୍ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର