ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

The Sakala Picture
Published On

ଭୁବନେଶ୍ୱର: ବନ୍ଧା ହେଲେ ଜଗତସିଂହପୁର ଆରଟିଓ ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର । ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ଟ୍ରାଫିକ ଇନ୍ସପେକ୍ଟରଙ୍କ ଠାରୁ ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାଲି ୪.୩୪ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଟ୍ରାଫିକ ଇନ୍ସପେକ୍ଟର । ଏତେ ପରିମାଣର ଟଙ୍କା କୁଆଡୁ ଆସିଲା, ତାହାର କୌଣସି ସନ୍ତୋଷଜନକ ଉତ୍ତର ଦେଇ ନପାରିବାରୁ ତାଙ୍କୁ ଗିରଫ କରାଯାଇଛି । ସୂଚନାଯୋଗ୍ୟ ଯେ, […]

ଭୁବନେଶ୍ୱର: ବନ୍ଧା ହେଲେ ଜଗତସିଂହପୁର ଆରଟିଓ ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର । ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ଟ୍ରାଫିକ ଇନ୍ସପେକ୍ଟରଙ୍କ ଠାରୁ ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାଲି ୪.୩୪ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଟ୍ରାଫିକ ଇନ୍ସପେକ୍ଟର । ଏତେ ପରିମାଣର ଟଙ୍କା କୁଆଡୁ ଆସିଲା, ତାହାର କୌଣସି ସନ୍ତୋଷଜନକ ଉତ୍ତର ଦେଇ ନପାରିବାରୁ ତାଙ୍କୁ ଗିରଫ କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅପାରଗତା ଯୋଗୁଁ ସଂକଟରେ ସ୍କୁଲ ଶିକ୍ଷା : ବିଜେଡି

ସୂଚନାଯୋଗ୍ୟ ଯେ, ପ୍ରଶାନ୍ତ ମହାପାତ୍ର ନିଜ ଗାଡ଼ିରେ ନଗଦ ୪ ଲକ୍ଷ ୨୭ ହଜାର ଟଙ୍କା ନେଇ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ତାଙ୍କୁ ଅଟକାଇ ଥିଲା ଭିଜିଲାନ୍ସ ଟିମ୍। ସେ ଭୁବନେଶ୍ବର ଅଭିମୁଖେ ବାହାରିଥିବା ବେଳେ ଭିଜିଲାନ୍ସ ଟିମ୍‌ କଟକ ନିକଟ ବିରିବାଟୀ ତାରିଣୀ ଛକରେ ତାଙ୍କୁ ଅଟକାଇ କାରର ଖାନତଲାସୀ କରିଥିଲେ। ତାଙ୍କଠାରୁ ନଗଦ ୪ ଲକ୍ଷ ୨୭ ହଜାର ଟଙ୍କା ଜବତ ହୋଇଥିଲା । ଅଧିକ ଚଢ଼ାଉ ପରେ ତାଙ୍କଠାରୁ ପ୍ରାୟ ୭ ଲକ୍ଷ ନଗଦ ଟଙ୍କା ଜବତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

10 Feb 2024 By The Sakala

ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ବନ୍ଧା ହେଲେ ଜଗତସିଂହପୁର ଆରଟିଓ ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର । ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ଟ୍ରାଫିକ ଇନ୍ସପେକ୍ଟରଙ୍କ ଠାରୁ ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାଲି ୪.୩୪ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଟ୍ରାଫିକ ଇନ୍ସପେକ୍ଟର । ଏତେ ପରିମାଣର ଟଙ୍କା କୁଆଡୁ ଆସିଲା, ତାହାର କୌଣସି ସନ୍ତୋଷଜନକ ଉତ୍ତର ଦେଇ ନପାରିବାରୁ ତାଙ୍କୁ ଗିରଫ କରାଯାଇଛି ।

ସୂଚନାଯୋଗ୍ୟ ଯେ, ପ୍ରଶାନ୍ତ ମହାପାତ୍ର ନିଜ ଗାଡ଼ିରେ ନଗଦ ୪ ଲକ୍ଷ ୨୭ ହଜାର ଟଙ୍କା ନେଇ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ତାଙ୍କୁ ଅଟକାଇ ଥିଲା ଭିଜିଲାନ୍ସ ଟିମ୍। ସେ ଭୁବନେଶ୍ବର ଅଭିମୁଖେ ବାହାରିଥିବା ବେଳେ ଭିଜିଲାନ୍ସ ଟିମ୍‌ କଟକ ନିକଟ ବିରିବାଟୀ ତାରିଣୀ ଛକରେ ତାଙ୍କୁ ଅଟକାଇ କାରର ଖାନତଲାସୀ କରିଥିଲେ। ତାଙ୍କଠାରୁ ନଗଦ ୪ ଲକ୍ଷ ୨୭ ହଜାର ଟଙ୍କା ଜବତ ହୋଇଥିଲା । ଅଧିକ ଚଢ଼ାଉ ପରେ ତାଙ୍କଠାରୁ ପ୍ରାୟ ୭ ଲକ୍ଷ ନଗଦ ଟଙ୍କା ଜବତ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର