ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି । ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ନିବାସକୁ ଦୀପର ଆଲୋକରେ ଆଲୋକିତ କରାଯାଇଛି । କୋଣ ଅନୁକୋଣରେ ଧାଡ଼ି କରି ଅତି ସୁନ୍ଦର ଭାବେ ଦୀପ ସଜାଯାଇଛି । ଦୀପର ଆଲୋକରେ ନବୀନ ନିବାସର ସୌନ୍ଦର୍ଯ୍ୟ ବଢ଼ିଯାଇଛି । ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଛା ଜଣାଇବା ସହ ସମସ୍ତଙ୍କର ଉନ୍ନତି କାମନା […]

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି । ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ନିବାସକୁ ଦୀପର ଆଲୋକରେ ଆଲୋକିତ କରାଯାଇଛି । କୋଣ ଅନୁକୋଣରେ ଧାଡ଼ି କରି ଅତି ସୁନ୍ଦର ଭାବେ ଦୀପ ସଜାଯାଇଛି । ଦୀପର ଆଲୋକରେ ନବୀନ ନିବାସର ସୌନ୍ଦର୍ଯ୍ୟ ବଢ଼ିଯାଇଛି ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଛା ଜଣାଇବା ସହ ସମସ୍ତଙ୍କର ଉନ୍ନତି କାମନା କରିଛନ୍ତି । ପବିତ୍ର ଦୀପାବଳିରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ହଟାଇ ଆଲୋକର ଉଦ୍ଦୀପନା ଖେଳିଯିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ଓଡିଆ ରିତିନିତୀ ଏବଂ ହିନ୍ଦୁ ଧର୍ମର ମହତ୍ୱ ଅନୁଯାୟୀ ଦୀପ ଜାଳି ନବୀନ ନିବାସକୁ ଆଲୋକିତ କରାଯାଇଛି । ଆଉ ଆଲୋକର ଶିକ୍ଷା ଭିତରେ ମୁଖ୍ୟମନ୍ତ୍ରୀ ବୁଲି ବୁଲି ଏହାକୁ ଅନୁଭବ କରୁଥିବା ଭିଡିଓରେ ପ୍ରତୀୟମାନ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

24 Oct 2022 By The Sakala

ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି । ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ନିବାସକୁ ଦୀପର ଆଲୋକରେ ଆଲୋକିତ କରାଯାଇଛି । କୋଣ ଅନୁକୋଣରେ ଧାଡ଼ି କରି ଅତି ସୁନ୍ଦର ଭାବେ ଦୀପ ସଜାଯାଇଛି । ଦୀପର ଆଲୋକରେ ନବୀନ ନିବାସର ସୌନ୍ଦର୍ଯ୍ୟ ବଢ଼ିଯାଇଛି ।

ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଛା ଜଣାଇବା ସହ ସମସ୍ତଙ୍କର ଉନ୍ନତି କାମନା କରିଛନ୍ତି । ପବିତ୍ର ଦୀପାବଳିରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ହଟାଇ ଆଲୋକର ଉଦ୍ଦୀପନା ଖେଳିଯିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡିଆ ରିତିନିତୀ ଏବଂ ହିନ୍ଦୁ ଧର୍ମର ମହତ୍ୱ ଅନୁଯାୟୀ ଦୀପ ଜାଳି ନବୀନ ନିବାସକୁ ଆଲୋକିତ କରାଯାଇଛି । ଆଉ ଆଲୋକର ଶିକ୍ଷା ଭିତରେ ମୁଖ୍ୟମନ୍ତ୍ରୀ ବୁଲି ବୁଲି ଏହାକୁ ଅନୁଭବ କରୁଥିବା ଭିଡିଓରେ ପ୍ରତୀୟମାନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର